ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ ଥିବା ପନାସ ଆପାର୍ଟମେଣ୍ଟର ୧୭ ମହଲାରୁ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ ଏତଲା ପରେ ସେ ହାଜର ହୋଇଥିବା…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ଏକ କୋର୍ଟ ଖାରଜ କରିଦେଇଛନ୍ତି। ୨୦୨୧…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ ନଜର ରଖିଛନ୍ତି। ତାଙ୍କ ଅବସ୍ଥା ଭଲ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭାପତି…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି। ତାଲିକାର ପ୍ରଥମ ସ୍ଥାନରେ ତୁରୁମୁଙ୍ଗା ସରସ୍ବତୀ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଯୁବ କ୍ରିକେଟର ବୈଭବ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆହତ କାରଣରୁ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଶନିବାର ଆମେରିକା ବିରୋଧରେ ଭାରତ…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି ।…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ କରିବା ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଶୀର୍ଷ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି, ଆମ ସରକାର ହେଉଛି ଲୋକଙ୍କ ସରକାର । ଆମ ପାଇଁ ଲୋକଙ୍କ ସ୍ବର…

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି…

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ ସିଧାସଳଖ ଆଲୋଚନା କରଛନ୍ତି। ଏହି ଅବସରରେ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ଖାଦ୍ୟ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା ଗାଁରେ ଆତଙ୍କ ଖେଳାଇଦେଇଛି। ଏନେଇ ପୋଲିସ ଛାନଭିନ୍‌ ଆରମ୍ଭ କରିଛି। ସୂଚନାଯୋଗ୍ୟ, ନାବାଳିକା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email ID) କୌଣସି ସାଇବର ଆକ୍ରମଣର ଶିକାର ହୋଇଛି କି ନାହିଁ, ତାହା ଏବେ…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ ‘H5N1’ ଭୂତାଣୁ ଯୋଗୁଁ ହୋଇଛି। ଯାହାକୁ ସାଧାରଣ ଭାଷାରେ ‘ବାର୍ଡ ଫ୍ଲୁ’ କୁହାଯାଏ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri