ଘନ କୁହୁଡ଼ିରେ ବନ୍ଧ ତଳକୁ ଖସିଲା କାର

ବାଙ୍କୀ,୯।୧: ଘନ କୁହୁଡି ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ଦିନ ୯ଟା ଯାଏ ରାସ୍ତାଘାଟ ଭଲ ଭାବେ ଦେଖାଯାଉ ନାହିଁ। ଏହି ଘନ କୁହୁଡିରେ ଅନେକ ଦୁର୍ଘଟଣା ଘଟୁଥିବା ବେଳେ ମଙ୍ଗଳବାର କଟକ ଜିଲା ଯାତମୁଣ୍ଡିଆ ଛକ ନିକଟରେ ବନ୍ଧ ତଳକୁ ଏକ କାର ଖସିଯାଇଛି। ତେବେ ଏହି ଦୁର୍ଘଟଣାରେ କାର ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
କାରରେ କେବଳ ଚାଳକ ଏକାଥିଲେ। ସେ ଭୁବନେଶ୍ୱରରୁ ଦେବଗଡ଼ ଯାଉଥିଲେ। ଘନ କୁହୁଡିରେ ରାସ୍ତା ଜାଣି ନ ପାରି ଅନ୍ୟମନସ୍କ କାରଣରୁ ବନ୍ଧ ତଳକୁ କାର ଖସି ଯାଇଥିଲା। ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଜେସିପି ଦ୍ୱାରା ରାସ୍ତା ତଳୁ ଉପରକୁ ଗାଡ଼ିକୁ କଢ଼ାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri