ବରଷା ଉତାରୁ ଜୋରସୋରରେ ଚାଲିଛେ ଧାନ୍‌ରୁଆ

କୋମନା,୧୩ା୮(ଡି.ଏନ୍‌.ଏ.):
ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ ଉପରେ ନିରଭର କରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ଚଲତି ବଛର ପାନିପାଗ ବିଭାଗର ବି ଆଗତୁରା ଅନ୍‌ମାନ କରିଥିଲା ଯେ, ଇ ବଛର ବରଷାଟା ସୁଆଭାବିକ ହେବା। ଏହେଦେ ଅଶାଡ ଯାଇ ଶରାବନ ସରବାକେ ବସଲାନ। ହେଲେ ରାଏଜେ ଯେନ୍‌ ହିସାବେ ବରଷା ପାଏନ୍‌ ହେବାର କଥା ନାଇଁ ହେଇ। ଯେନ୍‌ଥିରଲାଗି ଅନେକ ଜାଗାରେ ଚାଷ୍‌କାମ ପଛେଇ ଯାଇଛେ। ହେଲେ ଦିନାକେତ ହେଲା ଲାଗ୍‌ ଲାଗ୍‌ ଲଘୁଚାପ ବରଷା ଲାଗି ଅନେକ ଜାଗାରେ ଚାଷ୍‌କାଯ୍‌ ଅଲ୍‌ପେ ବହୁତ ଆଗେଇଛେ। ସେନ୍‌ତା ନୂଆପଡ଼ା ଜିଲା କୋମନା ବ୍ଲକରେ ଅଲପ ବରଷା ଲାଗି ଚାଷ୍‌ କାମ୍‌ ପଛେଇଥିଲା। ହେଲେ ଜୁନ୍‌ ଶେଷ୍‌ ତକ୍‌ ଚାଷୀ ବରଷା ଆଶ୍‌ରେ ପଲ୍‌ହା ପକେଇଥିଲେ। ଦିନାକେତେ ଭିତରେ ହେଇଥିବାର ଲାଗ୍‌ ଲାଗ୍‌ ଲଘୁଚାପ ବରଷାରେ ଅନେକ ଜାଗାରେ ଖେତେ ପାଏନ୍‌ ଲାଗିଛେ। ଯେନ୍‌ଥିରଲାଗି ଚାଷୀମାନେ ଜୋରସୋରରେ ଧାନ୍‌ ରୁଆ କାମ୍‌ ଚଲେଇଛନ୍‌। ଯଦି ଏନ୍‌ତା ବରଷା ମଝିରେ ମଝିରେ ହେବା ତ ଚାଷ୍‌ କାମ୍‌ ଚଲିଯିବା ବଲି ଅଂଚଲର ଚାଷୀମାନେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

୩ମାସ ଭିତରେ କାମ ନ ହେଲେ ଆନ୍ଦୋଳନ: ଏଭଳି ଚେତାବନୀ ଦେଲେ ଭକ୍ତ

ନୂଆପଡ଼ା,୪ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଅନ୍ତର୍ଗତ ଘାଟିପଡ଼ାସ୍ଥିତ ସାଇ କଲେଜ ମଣ୍ଡପଠାରେ ମଙ୍ଗଳବାର ନୂଆପଡ଼ା ଉପନିର୍ବାଚନକୁ ନେଇ କଂଗ୍ରେସର ସମୀକ୍ଷା ବୈଠକ...

ଭୟଙ୍କର ଆତଙ୍କ: ଗୁହାଳେ ପଶି ୧୫ ଛେଳିମେଣ୍ଢାଙ୍କୁ ମାରିଲା କଲରାପତରିଆ

ନୂଆପଡ଼ା/ବୋଡେନ,୩ା୧୨ (ମକାରୁ ବେମାଲ/ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡେନ ବ୍ଲକ କର୍ଲାକୋଟ ପଞ୍ଚାୟତ କିରେଝୋଲା ଗାଁ ସର୍ଗିମୁଣ୍ଡାରେ ସୋମବାର ରାତିରେ ଏକ କଲରାପତରିଆ ବାଘ ଜଣେ...

ଶୋଚନୀୟ ହୋଇପଡିଛି ରାସ୍ତା: ମରାମତି ପାଇଁ ଦାବି

ନୂଆପଡ଼ା,୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସିଆଲଲଟି ପଞ୍ଚାୟତ କରଙ୍ଗାଭଟାଠାରୁ ଦିଆମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ୱେକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ...

ବାଲ୍ୟବିବାହ ଅଟକାଇଲା ପ୍ରଶାସନ

ନୂଆପଡ଼ା,୩୦ା୧୧ (ମକାରୁ ବେମାଲ): ନୂଆପଡ଼ା ଥାନା ଅନ୍ତର୍ଗତ ସିରତୋଲ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଚାଲିଥିବା ବାଲ୍ୟବିବାହକୁ ପ୍ରଶାସନ ଅଟକାଇଛି। ଜିଲା ସମାଜ କଲ୍ୟାଣ ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri