ରେଳ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ, ସରଳତାକୁ ଲୋକେ କରୁଛନ୍ତି ପସନ୍ଦ

ନୂଆଦିଲ୍ଲୀ,୧୧।୧:ଆଜିକାଲି ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଅଶୋକ ଗଜପତି ରାଜୁଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ତାଙ୍କ ପରିବାର ସହିତ ହାଇଦ୍ରାବାଦ ରେଳ ଷ୍ଟେଶନରେ ଟ୍ରେନକୁ ଅପେକ୍ଷା କରିଥିଲେ। ଏହି ଫଟୋରେ ତାଙ୍କର ସରଳତାକୁ ଲୋକେ ପସନ୍ଦ କରୁଛନ୍ତି।
ତେଲୁଗୁ ଦେଶମ ପାର୍ଟି ଏହି ଫଟୋକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶେୟାର କରିଛି। ଫଟୋ କ୍ୟାପସନରେ ଲେଖା ଅଛି, ଅଶୋକ ଗଜପତି ରାଜୁ, ନିଜେ ଜଣେ ରାଜା, ହାଇଦ୍ରାବାଦ ରେଳ ଷ୍ଟେଶନରେ ସାଧାରଣ ଲୋକ ପରି ଟ୍ରେନକୁ ଘରକୁ ଫେରିବା ପାଇଁ ଅପେକ୍ଷା କରିଥିଲେ। ସେ ସଚ୍ଚୋଟତା ଏବଂ ସତ୍ୟର ପ୍ରତୀକ। ସେ ସର୍ବଦା ଲୋକଙ୍କ ପାଇଁ ଭଲ କରନ୍ତି। କ୍ଷମତା ତାଙ୍କୁ କଦାପି ଭ୍ରଷ୍ଟ କରିପାରିବ ନାହିଁ।
ବିଜୟନଗରମ୍‌୍‌ର ଶେଷ ମହାରାଜାଙ୍କ ସାନପୁଅ ଗଜପତି ରାଜୁ ଦୀର୍ଘ ଦିନ ଧରି ଆନ୍ଧ୍ରପ୍ରଦେଶ ରାଜନୀତିରେ ଜଣେ ପ୍ରମୁଖ ନେତା। ସେ ମେ ୨୦୧୪ ରୁ ମାର୍ଚ୍ଚ ୨୦୧୮ ପର୍ଯ୍ୟନ୍ତ ନରେନ୍ଦ୍ର ମୋଦି ସରକାରରେ ମନ୍ତ୍ରୀ ଥିଲେ।
ଭାଇରାଲ ହେଉଥିବା ଏହି ଫଟୋରେ ଅଶୋକ ଗଜପତି ରାଜୁ ଏକ ନୀଳ ଜ୍ୟାକେଟରେ ନଜର ଆସିଛନ୍ତି। ସେମାନଙ୍କ ପଛରେ ହାଇଦ୍ରାବାଦ ରେଳ ଷ୍ଟେସନର ଏକ ବୋର୍ଡ ଅଛି ଏବଂ ଚାରିଆଡେ ଲୋକଙ୍କ ଭିଡ ଦେଖାଯାଉଛି। ଏହି ପୋଷ୍ଟଟି ବିନା ସମୟ ମଧ୍ୟରେ ଅନେକ ଲାଇକ ପାଇବା ଆରମ୍ଭ କଲା। ଜଣେ ୟୁଜର୍ସ ତାଙ୍କୁ ଜଣେ ସରଳ ବ୍ୟକ୍ତି। ସେ ଏକ ରାଜ ପରିବାରର ଅଟନ୍ତି, ଏହା ସତ୍ତ୍ୱେ ସେ ସାଧାରଣ ଜୀବନରେ ମଧ୍ୟ ସରଳତାକୁ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri