Direct Tax Collection: ବଜେଟ ପୂର୍ବରୁ ସରକାରଙ୍କ ପାଇଁ ଖୁସି ଖବର, ୧୯ ପ୍ରତିଶତ ବଢିଲା ଡାଇରେକ୍ଟ ଟ୍ୟାକ୍ସ କଲେକ୍ସନ

ନୂଆଦିଲ୍ଲୀ,୧୧।୧: ଆସନ୍ତା ମାସରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ କରିବା ପୂର୍ବରୁ ଗୁରୁବାର ସରକାରଙ୍କୁ ଭଲ ଖବର ମିଳିଛି। ଚଳିତ ଆର୍ଥିକ ବର୍ଷରେ ସରକାର ଟ୍ୟାକ୍ସରୁ ବହୁ ଟଙ୍କା ରୋଜଗାର କରିଛନ୍ତି। ସର୍ବଶେଷ ତଥ୍ୟ ଅନୁଯାୟୀ, ଚଳିତ ଆର୍ଥିକ ବର୍ଷରେ ସରକାରଙ୍କ ଡାଇରେକ୍ଟ ଟ୍ୟାକ୍ସ କଲେକ୍ସନ ୧୯ ପ୍ରତିଶତ ବୃଦ୍ଧି ପାଇଛି ଏବଂ ୧୪.୫୦ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି।

କେନ୍ଦ୍ରୀୟ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ ଯଥା ସିବିଡିଟି ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ଏ ପର୍ଯ୍ୟନ୍ତ ଡାଇରେକ୍ଟ ଟ୍ୟାକ୍ସର ନିଟ୍‌ ସଂଗ୍ରହ ୧୪.୭୧ ଲକ୍ଷ କୋଟି ଟଙ୍କା ହୋଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧି ତୁଳନାରେ ଏହା ୧୯.୫୫ ପ୍ରତିଶତ ଅଧିକ। ଯଦି ଆମେ ମୋଟ ସଂଗ୍ରହକୁ ଦେଖିବା, ଏକ ବର୍ଷ ପୂର୍ବେ ଏହି ସଂଖ୍ୟା ୨୪.୫୮ ପ୍ରତିଶତ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ...

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ...

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା,...

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri