ସ୍ବଚ୍ଛ ରାଜ୍ୟ ଭାବେ ଚତୁର୍ଥ ସ୍ଥାନ ଦଖଲ କଲା ଓଡ଼ିଶା

ଭୁବନେଶ୍ୱର,୧୧।୧(ବନ୍ଦନା ସେଠୀ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ର ଫଳାଫଳ ଗୁରୁବାର ଘୋଷଣା ହୋଇଛି। ଚଳିତ ବର୍ଷ ପ୍ରଥମ ଥର ଲାଗି ୨ଟି ରାଜ୍ୟକୁ ପ୍ରଥମ ପୁରସ୍କାର ମିଳିଛି। ମଧ୍ୟପ୍ରଦେଶର ଇନ୍ଦୋର ସହର ଲଗାତାର ଭାବେ ସପ୍ତମ ଥର ପାଇଁ ବାଜିମାତ୍‌ କରିଥିବା ବେଳେ ଗୁଜୁରାଟର ସୁରତ ପ୍ରଥମ ଥର ଲାଗି ଏହି ପୁରସ୍କାର ହାସଲ କରିଛି।

ଅପରପକ୍ଷେ ସ୍ବଚ୍ଛତା କ୍ଷେତ୍ରରେ ଷ୍ଟେଟ୍‌ ରାକିଂରେ ଓଡ଼ିଶାର ସ୍ଥାନ ଚତୁର୍ଥକୁ ଆସିଛି। ପ୍ରଥମ ସ୍ଥାନରେ ମହାରାଷ୍ଟ୍ର ଥିବାବେଳେ ୩୭୨୧.୫୫ ସ୍କୋର ମିଳିଛି। ଦ୍ୱିତୀୟରେ ମଧ୍ୟପ୍ରଦେଶକୁ ୩୬୫୭.୯୨, ତୃତୀୟ ସ୍ଥାନରେ ଥିବା ଛତିଶଗଡ଼କୁ ୩୪୨୫.୪୧ ସ୍କୋର ଏବଂ ଚତୁର୍ଥ ସ୍ଥାନରେ ଥିବା ଓଡ଼ିଶାକୁ ୩୧୩୧.୩୮ ସ୍କୋର ମିଳିଥିବା ସୂଚନା ରହିଛି। ସେହିପରି ଚଳିତ ବର୍ଷ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମଧ୍ୟ ଭଲ ପ୍ରଦର୍ଶନ କରିଛି। ଗତଥର ଭୁବନେଶ୍ୱରକୁ ସର୍ବଭାରତୀୟ ସ୍ତରରେ ୮୦ତମ ରାଙ୍କ୍‌ ମିଳିଥିବା ବେଳେ ଏଥର ୩୪ତମ ର଼୍ୟାଙ୍କ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri