ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଭୁବନେଶ୍ୱର,୧୨ା୧: କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପରେ ତାଙ୍କ ସାନପୁଅ ମନ୍ମଥ ରାଉତରାୟ ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ସୁର ଶୁକ୍ରବାର ଘୋଷଣା କରିଛନ୍ତି। ସୁର ଗଣମାଧ୍ୟମ ଆଗରେ ଏକଥା ସ୍ପଷ୍ଟ କରିଛନ୍ତି। ସୁର କହିଛନ୍ତି, ଆପଣମାନଙ୍କ ସେବା କରିବା ପାଇଁ ମୋ’ ସାନ ପୁଅ ଚାକିରି ଛାଡ଼ି ଆଜି ଭୁବନେଶ୍ୱର ଫେରିଛି। ଯେଉଁମାନେ ମୋତେ ଏବଂ ମୋ’ ପୁଅ ମନ୍ମଥକୁ ଭଲ ପାଉଛନ୍ତି, ସେମାନେ ୨୦୨୪ ନିର୍ବାଚନରେ ଭୋଟ୍‌ ଦେଇ ନିର୍ବାଚିତ କରିବେ।

ସୂଚନାଯୋଗ୍ୟ, ମନ୍ମଥ କ୍ୟାପ୍‌ଟେନ୍‌ ଚାକିରି ଛାଡ଼ି ଆଜି ଭୁବନେଶ୍ୱର ଫେରିଛନ୍ତି। ବିମାନ ବନ୍ଦରରେ ମନ୍ମଥଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୪।୫: ମଇଦାନରେ ଶକ୍ତି ପ୍ରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ତାରିଖରେ ରାଜଧାନୀ ଦେଖିବ ବିଜେଡି ସୁପ୍ରିମୋଙ୍କ ଶକ୍ତି ପ୍ରଦର୍ଶନ। କାରଣ ଗୁରୁବାର ଭୁବନେଶ୍ୱରରେ ମେଗା...

ଗାଡି ଯାଞ୍ଚ ବେଳେ ଧରାପଡ଼ିଲା ଗଞ୍ଜେଇ: ୨ ଯାତ୍ରୀ ସମେତ ଅଟୋ ଚାଳକଙ୍କୁ ପୋଲିସର ପଚରାଉଚରା

ଦାରିଙ୍ଗବାଡି,୧୪।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନମ୍ବର ଜାତୀୟ ରାଜପଥରେ ଏସଏସ୍‌ଟି ଟିମର ଗାଡି ଯାଞ୍ଚ ବେଳେ ୨ ପ୍ୟାକେଟ ଗଞ୍ଜେଇ ଜବତ...

ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ

ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ...

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର

ବ୍ରହ୍ମପୁର,୧୪।୫: ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ ହୋଇଛନ୍ତି। ହତ୍ୟା ଉଦ୍ୟମ ମାମଲା ରୁଜୁ...

ଆସିଲା ଏଡିଆର ରିପୋର୍ଟ: ୩୪ ପ୍ରାର୍ଥୀ ମାଟ୍ରିକ ଫେଲ୍‌

ଭୁବନେଶ୍ୱର,୧୪।୫: ୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟ ନିର୍ବାଚନରେ ୮୭ ପ୍ରାର୍ଥୀଙ୍କ ନାଁରେ...

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଏତିକି ସମ୍ପତ୍ତି, ଦିଲ୍ଲୀପ ରାୟ ସବୁଠୁ ଧନୀ, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୧୪।୫: ୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟରେ ୯୫ କୋଟିପତି। ଦିଲ୍ଲୀପ ରାୟ...

ବାଇକ-ସ୍କୁଟି ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ପାଟଣା,୧୪।୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ କପାସପଡ଼ା ବାଙ୍କ ନିକଟରେ ମଙ୍ଗଳବାର ପୂର୍ବାହ୍ନ ଏକ...

ପ୍ରଥମ ପର୍ଯ୍ୟାୟରେ ଏତିକି ଲୋକ ସଭା, ବିଧାନସଭା ଆସନ ଜିତିବୁ: ଦମ୍ଭୋକ୍ତି ଦେଖାଇଲା ଭାଜପା

ଭୁବନେଶ୍ୱର,୧୪।୫: ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ପାଇଁ ମତଦାନ ସରିଛି। ତେବେ ନିର୍ବାଚନ ସରିବା ପରେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri