ମାଟିତଳୁ ମିଳିଲା ବୃଦ୍ଧାଙ୍କ ମୃତଦେହ

ବଇଣ୍ଡା,୧୩ା୧(ପରୀକ୍ଷିତ ସାହୁ): ଅନୁଗୋଳ ଜଲା କିଶୋରନଗର ଥାନା ଘୋଷର ଗ୍ରାମର ପଙ୍କଜିନୀ ପ୍ରଧାନ (୭୫)ଙ୍କ ମୃତଦେହ ଶନିବାର କିଶୋରନଗର ପୋଲିସ ମାଟିତଳୁ ଜବତ କରିଛି। ଏ ନେଇ ନମ୍ବର ୧/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପୋଲିସ କହିଛି, କିଛିଦିନ ତଳେ ପଙ୍କଜିନୀଙ୍କ ମୃତ୍ୟୁ ହୋଇଥିଲା। କିନ୍ତୁ ତାଙ୍କ ପୁଅ ଅବନୀ ପ୍ରଧାନ ମୃତଦେହ ଦାହ କରିବା ପରିବର୍ତ୍ତେ ଘର ନିକଟରେ ଥିବା ଏକ ସ୍ଥାନରେ ପୋତି ଦେଇଥିଲେ। ପଙ୍କଜିନୀଙ୍କୁ ହତ୍ୟା କରାଯାଇଥିବା ଗ୍ରାମବାସୀ ସନ୍ଦେହ କରିବା ପରେ ପଙ୍କଜିନୀଙ୍କ ଭାଇ କରେଇକାନୀ ଗ୍ରାମର ବାରୁଧର ପ୍ରଧାନ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପରେ କିଶୋରନଗର ଆଇଆଇସି ବିଭୂତି ପ୍ରଧାନ, ମାଜିଷ୍ଟ୍ରେଟ୍‌ ଭାବେ କିଶୋରନଗର ତହସିଲଦାର ଶାନ୍ତି ସ୍ବରୂପ ମିଶ୍ର, ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମାଟି ଖୋଳି ପଙ୍କଜିନୀଙ୍କ ମୃତଦେହ ଜବତ କରିଥିଲେ। ଏହାପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri