ତ୍ୱଚା ପାଇଁ ହାନିକାରକ ଆଲ୍‌କହଲ୍‌

ଆଲ୍‌କହଲ୍‌ ପିଇବା ସ୍ବାସ୍ଥ୍ୟ ପକ୍ଷେ ହାନିକାରକ। ଏକଥା
ଜାଣିଥିଲେ ସୁଦ୍ଧା ଏଥିପ୍ରତି ଅଧିକାଂଶ ସଚେତନ ନାହାନ୍ତି। ତେବେ ଆପଣ ଜାଣନ୍ତି କି, ଏହା ନା କେବଳ କ୍ୟାନ୍‌ସର, ହୃଦ୍‌ରୋଗ ଏବଂ ଅନ୍ୟାନ୍ୟ ଘାତକ ରୋଗର ଆଶଙ୍କା ବୃଦ୍ଧି କରିଥାଏ ବରଂ ତ୍ୱଚା ପାଇଁ ମଧ୍ୟ ଏହା କ୍ଷତିକାରକ…
ହେଲ୍‌ଥ ଅର୍ଗାନାଇଜେଶନ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ ମଦର ଏକ ବୁନ୍ଦା ବି ଶରୀର ପାଇଁ ଉପକାରୀ ନୁହେଁ। ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ। ଏହାକୁ ଅଧିକ ପିଇବା ଦ୍ୱାରା ଡିହାଇଡ୍ରେଶନ୍‌ ହୋଇଥାଏ। ଫଳରେ ତ୍ୱଚା କୁଣ୍ଡେଇ ହେବା, ଆଲର୍ଜି ଭଳି ସମସ୍ୟା ଦେଖାଦେଇଥାଏ।
ପିଇବା ଯୋଗୁ ଅନେକଙ୍କ ତ୍ୱଚାରେ ଲାଲ୍‌ ଫଳିଯିବା, ଆଖିତଳ କଳା ପଡ଼ିବା, ମୁହଁ ଫୁଲିଯିବା ଭଳି ଲକ୍ଷଣ ଦେଖାଦିଏ।
ଆଲ୍‌କହଲ୍‌ ପିଉଥିବା ବ୍ୟକ୍ତିଙ୍କ ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଫଳରେ ତ୍ୱଚାରେ ସହଜରେ ବିଭିନ୍ନ ରୋଗ ସଂକ୍ରମଣ ହୋଇଥାଏ। କେବଳ ଏତିକି ନୁହେଁ, ଏମାନଙ୍କ ତ୍ୱଚା ଅଧିକ ସମ୍ବେଦନଶୀଳ (ସେନ୍‌ସିଟିଭ୍‌) ଥିବାରୁ କ୍ୟାନ୍‌ସର ଆଶଙ୍କା ବଢ଼ିଯାଏ।
ଠାରେ ଅଧିକାଂଶ ସମୟରେ ହାଇବ୍ଲଡ୍‌ପ୍ରେସର ଏବଂ ନିଦ୍ରାହୀନତା ସମସ୍ୟା ଦେଖାଦେଇ ଥାଏ। ଅପରପକ୍ଷେ କମ୍‌ ଶୋଇବା କାରଣରୁ ଆଖିତଳେ ଡାର୍କ ସର୍କଲ, ଏଜ୍‌ ଲାଇନ୍‌, ରିଙ୍କଲ୍‌ ମାର୍କ, ସ୍କିନ୍‌ ଟୋନ୍‌ ଡାର୍କ ହେବା ଭଳି ସମସ୍ୟା ଦେଖାଦିଏ।
ଶରୀରରେ ଅଧିକ ହିଷ୍ଟାମାଇନ୍‌ ନିର୍ଗତ କରିଥାଏ। ତେଣୁ ତ୍ୱଚାର ତଳଭାଗରେ ଥିବା ବ୍ଲଡ୍‌ ଭେଜେଲ୍‌ ଫୁଲିଯାଇଥାଏ। ଫଳରେ ମୁହଁ ଓ ପୂରା ଶରୀର ମୋଟା ଦେଖାଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri