ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ ୨୦୨୩ ଅଗଷ୍ଟ ମାସରୁ ତାଙ୍କୁ ଆଉ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କିଛି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଏକ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ ହେଉଛି ଯାହା ଏହି ପ୍ରଣାଳୀ ଦେଇ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା ଓ ଦୌରାଜଜ୍ ପ୍ରଜ୍ଞା ପାଣିଗ୍ରାହୀ ଗୁରୁବାର…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ ଡାକ୍ତରଙ୍କ ନିକଟତର ତଦାରଖରେ ଅଛନ୍ତି ଏବଂ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି ଯେ ପ୍ରଧାନମନ୍ତ୍ରୀ ଏବଂ ନିର୍ବାଚନ କମିଶନଙ୍କୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ, ଯାହା ଦେଶବ୍ୟାପୀ ୧୭ଟି ସହରରେ ଆୟୋଜିତ ହେବ। ଏହି ସମୟ ମଧ୍ୟରେ ମୋଟ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ ଏଣିକି ମାଗଣା ରେଳ ସେବା ଯୋଗାଇ ଦିଆଯିବ। ସେନା ମେଡାଲ/ନୌସେନା ମେଡାଲ/ବାୟୁ ସେନା…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। କମ୍ପାନୀ ପେଟ୍ରୋଲ ମୂଲ୍ୟ ଲିଟର…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଇରାନ ସହିତ ସଂଘର୍ଷ ସମ୍ପର୍କରେ ହ୍ବାଇଟ ହାଉସ ପ୍ରେସ ସଚିବ କାରିନ…

ହର୍ମୁଜ ସଙ୍କଟ ନ ଯାଉଣୁ ପୁଣି ରାସ୍ତାରେ କଣ୍ଟା ବିଛାଇଲା ଇରାନ, ଏବେ ଛଟପଟ ହେବେ ସାରା ଦେଶ

ନୂଆଦିଲ୍ଲୀ,୨୬।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ, ହର୍ମୁଜ ପ୍ରଣାଳୀ ସବୁଠାରୁ ଚର୍ଚ୍ଚିତ ବିଷୟ ହୋଇଆସିଛି। ଏହାର ଗୁରୁତ୍ୱ ଏହି ଯେ ଏହା ସେହି ରାସ୍ତା ଯେଉଁଠାରୁ ବିଶ୍ୱର ୨୦% ଅଶୋଧିତ ତୈଳ ଏବଂ ଲକ୍ଷ ଲକ୍ଷ…

ଖାମେନେଇଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ବଡ଼ ଅଫର୍‌ ଦେଲା ଇରାନ? ଚମକାଇଲା…

ତେହରାନ,୨୬।୩: ଆଜି ମଧ୍ୟପ୍ରାଚ୍ୟରେ ସଂଘର୍ଷର ୨୭ତମ ଦିନ। ଇରାନର ସର୍ୱୋଚ୍ଚ ନେତା ଖାମେନେଇଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ହତ୍ୟା ପରେ ମଧ୍ୟ, ଇରାନ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ନିଜର ମତ ରଖିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍‌’ରେ ସେୟାର କରାଯାଇଥିବା ଏକ ପୋଷ୍ଟରେ ସେ ଘୋଷଣା କରିଛନ୍ତି…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା ପାଇଁ ତୈଳ କମ୍ପାନି ନେଇଛନ୍ତି କଠୋର ପଦକ୍ଷେପ। ଡିଲରଙ୍କ ପାଇଁ Payment Terms…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା ପାଇଁ ଇରାନ ସହିତ ହାତ ମିଳାଇଛି। 2019 ପରେ ପ୍ରଥମ ଥର ପାଇଁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri