Posted inଫୁରସତ

ଏଠାରେ ରହିଛି ଦୁନିଆର ସବୁଠୁ ଉଚ୍ଚତମ ଏଟିଏମ୍‌, ଜାଣନ୍ତୁ ଉଚ୍ଚତା…

ଦୁନିଆରେ ଏମିତି କିଛି ଦେଶ ଅଛି, ଯିଏ କି ନିଜର ସ୍ବତନ୍ତ୍ରତା ପାଇଁ ବେଶ୍‌ ପରିଚିତ। ଏମିତି ଏକ ଦେଶ ହେଉଛି ପାକିସ୍ତାନ। ଯେତେବେଳେ ପାକିସ୍ତାନ ବିଷୟରେ କୁହାଯାଏ, ସେତେବେଳେ ସେଠାରେ ଚାଲିଥିବା ରାଜନୈତିକ ଅସ୍ଥିରତା ଏବଂ ଆତଙ୍କବାଦୀ ଘଟଣା ଆମ ମନକୁ ଆସେ। କିନ୍ତୁ ଆଜି ଆମେ ଏହି କୁଖ୍ୟାତ ଦେଶ ବିଷୟରେ ଏକ ବିଶେଷ କଥା କହିବାକୁ ଯାଉଛୁ, ଯେଉଁଥିପାଇଁ ପାକିସ୍ତାନ ପ୍ରସିଦ୍ଧ।

News18hindi

ଆପଣ ଜାଣନ୍ତି କି ଦୁନିଆର ସବୁଠାରୁ ଉଚ୍ଚ ଏଟିଏମ୍‌ କେଉଁଠାରେ ସ୍ଥାପିତ ହୋଇଛି? ଦୀର୍ଘତମ ଆମ୍ବୁଲାନ୍ସ ନେଟ୍‌ୱାର୍କ କେଉଁଠାରେ ଅଛି? ସମଗ୍ର ବିଶ୍ୱରେ ଫୁଟବଲ କେଉଁଠାରେ ଖେଳାଯାଏ? ଏସବୁର ଉତ୍ତର କେବଳ ପାକିସ୍ତାନ ପାଇବ।

News18hindi
ବିଶ୍ୱର ଉଚ୍ଚତମ ଏଟିଏମ୍‌ କେବଳ ପାକିସ୍ତାନରେ ରହିଛି। ଚାଇନା-ପାକିସ୍ତାନ ସୀମାରେ ୧୫,୩୯୬ ଫୁଟ ଉଚ୍ଚରେ ଅବସ୍ଥିତ ଖୁଞ୍ଜରାବ ପାସ୍‌ ଉପରେ ଏହା ସ୍ଥାପନ କରାଯାଇଛି। ଏହି ଅଞ୍ଚଳ ଗିଲ୍‌ଗଟ୍‌-ବାଲ୍‌ଟିସ୍ତାନରେ ପଡ଼େ ଏବଂ ସବୁବେଳେ ବରଫ ଆଚ୍ଛାଦିତ ପର୍ବତ ଦ୍ୱାରା ଘେରି ରହିଥାଏ। ଏତେ ଉଚ୍ଚତାରେ ଥିବାରୁ ଏହା ଗିନିଜ ବୁକ୍‌ ଅଫ ଓ୍ବାଲର୍‌ଡ ରେକର୍ଡରେ ମଧ୍ୟ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri