ଏଇ ଭାରତରେ

ଅଗଣାରେ ଉଦ୍ୟାନ ଯାହାଙ୍କ ପାଇଁ ସମ୍ମାନ ଆଣି ଦେଇଛି ସେ ହେଉଛନ୍ତି ହାଇଦ୍ରାବାଦର ପିନ୍ନାକା ପଦ୍ମା। ସେ ତାଙ୍କ ଘର ଅଗଣାକୁ ଏକ ଛୋଟ ଜଙ୍ଗଲରେ ପରିଣତ କରିଦେଇଛନ୍ତି। ୬୦୦ କୁଣ୍ଡରେ ୧୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଇଛନ୍ତି। ପଦ୍ମାଙ୍କୁ ଏବେ ବୟସ ୫୯। ପିଲାଦିନରୁ ବଗିଚା ପ୍ରତି ତାଙ୍କର ଆକର୍ଷଣ ରହିଥିଲା , ଯାହା ଏବେ ପ୍ରତିଫଳିତ ହୋଇଛି। ସେ ବଗିଚାର ଗଛଗୁଡ଼ିକୁ ପ୍ରାକୃତିକ ଉପାୟରେ ବଢ଼ାଇଛନ୍ତି। ଗଛରେ ପ୍ରାକୃତିକ ପଦ୍ଧତିରେ ପ୍ରସ୍ତୁତ ଜୈବିକ ଖତ ଓ କୀଟନାଶକ ବ୍ୟବହାର କରିଥାନ୍ତି। ଏଥିରେ ସେ ବିଭିନ୍ନ ପନିପରିବା ଓ ଫଳମୂଳ ଆଦି ଉପତ୍ାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଓଷଧୀୟ ବୃକ୍ଷ ମଧ୍ୟ ଲଗାଇଛନ୍ତି। ଏହି ବଗିଚା କରିବାକୁ ତାଙ୍କୁ ୧ଦଶନ୍ଧିରୁ ଅଧିକ ସମୟ ଲାଗିଛି। ଏଭଳି ବଗିଚା ପାଇଁ ସେ କୃଷି ବିଭାଗ ତରଫରୁ ସମ୍ମାନିତ ହୋଇଛନ୍ତି। ବଗିଚାକୁ ନେଇ ଆରମ୍ଭ କରିଥିବା ‘ପତନମ୍‌ ଲୁ ପାଲେତରୁ’ ୟୁଟ୍ୟୁବ୍‌ ଚାନେଲର ଏବେ ୪ ଲକ୍ଷରୁ ଅଧିକ ସବ୍‌ସ୍କ୍ରାଇବର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri