୨୦ରେ ଚନ୍ଦ୍ରକକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଅହମଦାବାଦ: ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ-୨’ ଅଗଷ୍ଟ ୨୦ରେ ଚନ୍ଦ୍ର କକ୍ଷରେ ପହଞ୍ଚତ୍ବା ଆଶା କରାଯାଉଛି। ଏହା ସେପ୍ଟେମ୍ବର ୭ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି। ଏଠାରେ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ଡକ୍ଟର ବିକ୍ରମ ସରାଭାଇଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବରେ ଯୋଗଦେଇ ଶିବନ୍‌ ଏହା କହିଛନ୍ତି। ୩,୮୫୦ କିଲୋଗ୍ରାମ ବିଶିଷ୍ଟ ଚନ୍ଦ୍ରୟାନ-୨ ହେଉଛି ୩ ମୋଡୁଲ ବିଶିଷ୍ଟ ସ୍ପେସ୍‌କ୍ରାଫ୍ଟ। ଏଗୁଡିକ ଅର୍ବିଟର, ଲ୍ୟାଣ୍ଡର ଏବଂ ରୋଭର। ଏହାକୁ ଜୁଲାଇ ୨୨ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଲଞ୍ଚ୍‌ କରାଯାଇଥିଲା। ଅଗଷ୍ଟ ୧୪ ରାତି ୩ଟା ୩୦ରେ ଚନ୍ଦ୍ରୟାନ-୨ ପୃଥିବୀର କକ୍ଷପଥ ଛାଡି ଚନ୍ଦ୍ର ଅଭିମୁଖେ ଯାତ୍ରା କରିବ। ଅଗଷ୍ଟ ୨୦ରେ ଏହା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ। ଏହା ଚନ୍ଦ୍ରକୁ ପରିକ୍ରମା କରି ସେପ୍ଟେମ୍ବର ୭ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ। ଉକ୍ତ ଯାନର ସମସ୍ତ ସିଷ୍ଟମ ଭଲଭାବେ କାର୍ଯ୍ୟ କରୁଥିବା ଶିବନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri