କିଟ୍‌ ଖେଳିବ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ଖୋ ଖୋ

ଭୁବନେଶ୍ୱର, ୧୯ା୧(ବିଜୟ ରଣା): କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଭବାନୀପାଟଣା ଆନୁକଲ୍ୟରେ ପୂର୍ବାଞ୍ଚଳ ଆନ୍ତ ଜୋନ୍‌ ଖୋ ଖୋ (ପୁରୁଷ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିା ଏଥିରେ କାଲିକଟରେ ଜାନୁୟାରୀ ୨୮ରୁ ୩୧ ପର୍ଯ୍ୟନ୍ତ ହେବାକୁଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଖୋ ଖୋ ଖେଳିବା ଲାଗି କିଟ୍‌ ଯୋଗ୍ୟତା ଅର୍ଜନ କରିଛିା ଲିଗ୍‌ ପର୍ଯ୍ୟାୟରେ ଏହି ଦଳ ସମ୍ବଲପୁର ୟୁନିଭର୍ସିଟି, ଫକିର ମୋହନ ୟୁନିଭର୍ସିଟି ଏବଂ ହେମଚାନ୍ଦ ବିଶ୍ୱବିଦ୍ୟାଳୟ ସହ ଶ୍ରେଷ୍ଠ ୪ ମଧ୍ୟରେ ସ୍ଥାନ ଯୋଗ୍ୟତା ହାସଲ କରିଛିା ୪ଟି ଶ୍ରେଷ୍ଠ ଦଳ ମଧ୍ୟରେ ଖେଳାଯାଉଥିବା ମ୍ୟାଚଗୁଡ଼ିକ ମଧ୍ୟରେ କିଟ୍‌ ଗୁରୁବାର ସମ୍ବଲପୁର ୟୁନିଭର୍ସିଟିକୁ ଏକ ଇନିଂସ ଓ ୧୮:୫ରେ ପରାସ୍ତ କରିଛିା ଏହି ଦଳ ଶୁକ୍ରବାର ଏହାର ଅବଶିଷ୍ଟ ମ୍ୟାଚ ଫକିର ମୋହନ ୟୁନିଭର୍ସିଟି ଓ ହେମଚାନ୍ଦ ଯାଦବ ବିଶ୍ୱବିଦ୍ୟାଳୟ ବିପକ୍ଷରେ ଖେଳିବା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri