Posted inଖେଳ

‘ବିରାଜମାନ ହେଲେ ମୋ ରାମଲାଲା’, ଫଟୋ ଶେୟାର କରି ହୃଦୟ ଜିତିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୯।୧: ସାରା ବିଶ୍ୱରେ ରାମ ମନ୍ଦିର ବିଷୟରେ ଚର୍ଚ୍ଚା ହେଉଛି। ଭଗବାନ ରାମ ରାମନଗରୀକୁ ଆସୁଥିବାରୁ ସମସ୍ତେ ଖୁସି ଅଛନ୍ତି। ଏହି ସମୟରେ ପାକିସ୍ତାନର ପୂର୍ବତନ କ୍ରିକେଟର ଦାନିଶ କନେରିଆ ରାମ ମନ୍ଦିର ଉପରେ ଏକ ବିବୃତ୍ତି ଦେଇଛନ୍ତି। ସେ ରାମଲାଲାଙ୍କ ଫଟୋ ମଧ୍ୟ ଶେୟାର କରିଛନ୍ତି।

ପ୍ରକୃତରେ ଗୁରୁବାର ରାମଲାଲାଙ୍କ ନୂତନ ପ୍ରତିମା ରାମ ମନ୍ଦିରର ଗର୍ଭଗୃହରେ ସ୍ଥାପନ କରାଯାଇଛି। ଗତକାଲି ଏହାର ଫଟୋ ମଧ୍ୟ ସାମ୍ନାକୁ ଆସିଥିଲା। ସମସ୍ତେ ଏହାକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ସମୟରେ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଭେଟେରାନ ଲେଗ ସ୍ପିନର ଦାନିଶ କନେରିଆ ମଧ୍ୟ ନୂତନ ପ୍ରତିମୂର୍ତ୍ତିର ଫଟୋ ଶେୟାର କରି ଏକ ଚମତ୍କାର କ୍ୟାପଶନ ଲେଖିଛନ୍ତି।

ସୋସିଆଲ ମିଡିଆ ସାଇଟ ଏକ୍ସରେ ଦାନିଶ ଲେଖିଛନ୍ତି, ମୋ ରାମଲାଲା ବିରାଜମାନ ହୋଇଛନ୍ତି। ତେବେ ପ୍ରଥମ ଥର ପାଇଁ ରାମ ମନ୍ଦିର ଉପରେ କନେରିଆ ପ୍ରତିକ୍ରିୟା ପ୍ରକାଶ କରିନାହାଁନ୍ତି। ଏହା ପୂର୍ବରୁ ମଧ୍ୟ ରାମ ମନ୍ଦିର ଉପରେ ଅନେକ ଥର ପ୍ରତିକ୍ରିୟା ଦେଇଛନ୍ତି। ଏହାପୂର୍ବରୁ ସେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହରେ ବିଶେଷ ଛୁଟି ପ୍ରଦାନ କରିଥିବାରୁ ମରିସସ ସରକାରଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri