Posted inଜାତୀୟ

ରାମ ରହିମଙ୍କୁ ମିଳିଲା ୫୦ ଦିନର ପାରୋଲ

ନୂଆଦିଲ୍ଲୀ,୧୯।୧: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମ ସିଂ ପୁଣି ଥରେ ପାରୋଲ ପାଇଛନ୍ତି। ଏଥର ରାମ ରହିମଙ୍କୁ ୫୦ ଦିନ ପାଇଁ ପାରୋଲ ମିଳିଛି। ଏହିପରି ଭାବରେ ଗତ ୪ ବର୍ଷ ମଧ୍ୟରେ ନବମ ଥର ରାମ ରହିମଙ୍କୁ ପାରୋଲ ପ୍ରଦାନ କରାଯାଇଛି। ସେ ରୋହତକର ସୁନାରିଆ ଜେଲରେ ରହିଛନ୍ତି। ଯେତେବେଳେ ବି ଡେରା ମୁଖ୍ୟଙ୍କୁ ପାରୋଲ ଦିଆଯାଏ, ସେତେବେଳେ ହରିୟାଣା ସରକାର ବିରୋଧୀଙ୍କ ଆକ୍ରମଣର ଶିକାର ହୁଅନ୍ତି। ଚଳିତ ବର୍ଷ ହରିୟାଣାରେ ଅନୁଷ୍ଠିତ ହେବାକୁ ଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ସହିତ ରାମ ରହିମଙ୍କ ପାରୋଲ ସହ ଜଡିତ ଅଛି।
ସୂଚନାଯୋଗ୍ୟ ଯେ ୨୦୧୭ରେ ରାମ ରହିମଙ୍କୁ ଦୁଇଜଣ ମହିଳା ଅନୁଗାମୀଙ୍କୁ ବଳାତ୍କାର ଅଭିଯୋଗରେ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ୨୦୧୯ରେ ତାଙ୍କ କର୍ମଚାରୀ ରଞ୍ଜିତ ସିଂଙ୍କ ହତ୍ୟା ମାମଲାରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ଏହା ବ୍ୟତୀତ ୨୦୨୧ରେ ଡେରା ମୁଖ୍ୟଙ୍କୁ ସାମ୍ବାଦିକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri