











ଅନ୍ୟମାନଙ୍କ ଖଳ କଥାରୁ ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଠିକ୍ ସମୟରେ ଯାଇପାରିବେ ନାହିଁ। ବିଳମ୍ବ ଘଟିଲେ ମଧ୍ୟ ହାତ ଦେଇ ଥିବା କାମରେ କିଛି ଅସୁବିଧା ହେବନାହିଁ। ରେବତୀ ନକ୍ଷତ୍ର ସକାଶେ ଆଇନ ଅଦାଲତର ରାୟ ସପକ୍ଷରେ ଯିବାର ସମ୍ଭାବନା ରହିଛି।












ଅନ୍ୟମାନଙ୍କ ଖଳ କଥାରୁ ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଠିକ୍ ସମୟରେ ଯାଇପାରିବେ ନାହିଁ। ବିଳମ୍ବ ଘଟିଲେ ମଧ୍ୟ ହାତ ଦେଇ ଥିବା କାମରେ କିଛି ଅସୁବିଧା ହେବନାହିଁ। ରେବତୀ ନକ୍ଷତ୍ର ସକାଶେ ଆଇନ ଅଦାଲତର ରାୟ ସପକ୍ଷରେ ଯିବାର ସମ୍ଭାବନା ରହିଛି।
ମେଷ ମୁଖଭାବରେ ଚନ୍ଦ୍ର ଯୋଗୁ ହସିଲେ କଥା କହିବେ। ବନ୍ଧୁ ଅର୍ଥସାହାଯ୍ୟ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, ସ୍ଥଗିତ କାମରେ ଅଗ୍ରଗତିର ସମ୍ଭାବନା, ପାରିବାରିକ ସମସ୍ୟାର...
ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ।...
ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...
ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...
ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...
ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...
ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...
ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍ଶିପ୍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...
