Posted inଫୁରସତ

ଜଳପ୍ରପାତ ନିକଟକୁ ହନିମୁନ୍‌ରେ ଯାଇ ଭାଇରାଲ ହେଲେ ଦମ୍ପତି, ୟୁଜର୍ସ କହିଲେ…

ପ୍ରତିଦିନ କିଛିନା କିଛି  ଭିଡିଓ ସୋସିଆଲ ମିଡିଆରେ ଭାଇରାଲ  ହୋଇଥାଏ। ତେବେ ସେଥିରୁ କିଛି ଭିଡିଓ ହସର ଖୋରାକ ଯୋଗାଉ ଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ବର୍ତ୍ତମାନ ଏକ ସମାନ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହେଉଥିବା ଭିଡିଓରେ ଜଣେ ସ୍ବାମୀ ତାଙ୍କଠାରୁ ଖୁବ୍‌ କମ୍‌ ବୟସର  ତାଙ୍କ ସ୍ତ୍ରୀଙ୍କ ସହ ହନିମୁନ୍‌ରେ ଯାଇ ଭିଡିଓ କରୁଥିବା ଦେଖିବାକୁ ମିଳିଛି।
ତେବେ ସୋସିଆଲ ମିଡିଆରେ ଏହି ଭିଡିଓ ଅନେକ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ଭିଡିଓରେ ବ୍ୟକ୍ତି ଜଣଙ୍କ ଅଧିକ ବୟସ୍କ ଭଳି ଲାଗୁଥିବା ବେଳେ ତାଙ୍କ ସ୍ତ୍ରୀ ଖୁବ୍‌ କମ୍‌ ବୟସ୍କ ଦେଖାଯାଉଛନ୍ତି। ଏହା ସହ ତାଙ୍କ  ସ୍ତ୍ରୀ ବ୍ୟକ୍ତିଙ୍କଠାରୁ ଖୁବ୍‌ ସୁନ୍ଦର  ଯେଉଁଠାରେ ବ୍ୟକ୍ତି ଜଣଙ୍କ ଚନ୍ଦା ହୋଇଥିବା ଦେଖିବାକୁ ମିଳୁଛି।
 ତେବେ ଏହି ଭିଡିଓକୁ ଅନେକ ୟୁଜର୍ସ ଶେୟାର କରିଛନ୍ତି। ଭିଡିଓରେ ଏହା  ମଧ୍ୟ ଦେଖିବାକୁ ମଳୁଛି ଯେ, ଉଭୟ ଦମ୍ପତି  ବେଶ ଖୁସି ଅଛନ୍ତି ।  ଭିଡିଓ କରୁଥିବା ସ୍ଥାନରେ ଏକ ଜଳପ୍ରପାତ ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି।  ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ  ଶେୟାର କରାଯାଇଛି । ଭାଇରାଲ ଭିଡିଓକୁ ଅନେକ ପସନ୍ଦ କରିଥିବା ବେଳେ ଭଲ ଲାଇକ୍‌ ମଧ୍ୟ ଆସୁଛି। ବର୍ତ୍ତମାନ ସୁଦ୍ଧା୧ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି।  ତେବେ ଏହାପୂର୍ବରୁ ଏଭଳି ଅନେକ ଭିଡିଓ ଭାଇରାଲ ହୋଇଛି।
ୟୁଜର୍ସ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି, ଜଣେ ଲେଖିଛନ୍ତି, ଏପରି ବାଧ୍ୟତାମୂଳକ କ’ଣ ଥିଲା।  ଅନ୍ୟ ଜଣେ ଲେଖିଛନ୍ତି, ପକ୍କା ଜଣେ ସରକାରୀ କର୍ମଚାରୀ ହୋଇଥିବେ, ଆଉ  ଜଣେ ୟୁଜର୍ସ  ଲେଖିଛନ୍ତି ‘ଖୁଦା ମେହେରବାନ୍‌  ତୋ ଗଧା  ପେହେଲବାନ’।
https://twitter.com/mee_lailaa/status/1746802478665138583

Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri