ଜାନୁଆରୀ ୨୨ରେ ବନ୍ଦ ରହିବ କି ବ୍ୟାଙ୍କ? ଆରବିଆଇ କଲା ବଡ ଘୋଷଣା

ନୂଆଦିଲ୍ଲୀ,୨୦।୧: ଆଉ କେଇଟା ଦିନ ପରେ ଅଯୋଧ୍ୟାରେ ବିଜେ କରିବେ ଶ୍ରୀରାମ। ଏଥିପାଇଁ ସାରା ଅଯୋଧ୍ୟାରେ ଖୁସିର ମାହୋଲ ଜାରି ରହିଛି। ଏହି ଦିନକୁ ଅନେକ ରାଜ୍ୟ ଛୁଟି ଘୋଷଣା କରିଥିାବେଳେ କେନ୍ଦ୍ର ସରକାର ଓ ଓଡିଶା ସରକାର ଏହିଦିନକୁ ହାଫ୍‌ ଡେ ଛୁଟି ରଖିଛନ୍ତି। କେନ୍ଦ୍ର ସରକାର ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟ, କେନ୍ଦୀୟ ଅନୁଷ୍ଠାନ ଓ କେନ୍ଦ୍ରୀୟ ଶିଳ୍ପ ପ୍ରତିଷ୍ଠାନକୁ ଅଧାଦିନ ଛୁଟି ରଖିଛନ୍ତି। ଅର୍ଥାତ୍‌ ଦିନ ୨.୩୦ପରେ କର୍ମଚାରୀମାନେ ଅଫିସ ଆସି କାମ କରିବେ। ତେବେ ଜାନୁଆରୀ ୨୨ରେ ଦେଶର ବ୍ୟାଙ୍କଗୁଡିକ ଖୋଲା ରହିବ କି ନାହିଁ ? ଆସନ୍ତୁ ଜାଣିବା…

ଦେଶରେ ସମସ୍ତ ସରକାରୀ ବ୍ୟାଙ୍କଗୁଡିକ ଅଧା ଦିନ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି। ଅର୍ଥାତ୍‌ ଅପରାହ୍ନଣ ୨.୩୦ପରେ ଏହି ବ୍ୟାଙ୍କ ଖୋଲିବ। କିନ୍ତୁ ଦେଶର ସବୁ ଘରୋଇ ବ୍ୟାଙ୍କ ଖୋଲା ରହିବ। ଏହିଦିନ ଘରୋଇ ବ୍ୟାଙ୍କର କର୍ମଚାରୀ ସବୁଦିନ ପରି ଫୁଲ ଡ୍ୟୁଟି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri