ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବାକୁ ଯାଇ କାଠ ଫାଳିଆରେ ମାଡ଼ ଖାଇଲେ କର୍ମଚାରୀ

ଭେଡ଼େନ,୨୧।୧ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଋଷୁଡ଼ା ଫାଣ୍ଡି ଅର୍ନ୍ତଗତ ଉଦେପୁର ଗ୍ରାମରେ ବିଦ୍ୟୁତ୍‌ ବିଲ୍‌ ଆଦାୟକୁ କେନ୍ଦ୍ରକରି କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଶୁଭେନ୍ଦୁ ମହାପାତ୍ର(୨୬ )ଏବଂ କାମଦେବ ମହାପାତ୍ର (୨୧)। ଉଭୟଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଭେଡ଼େନ ଥାନାରେ ଏକ ମାମଲା (ନଂ.୧୯/୨୪) ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ଖୁଣ୍ଟୁଲିପାଲି ସେକ୍ସନର କନିଷ୍ଠ ଯନ୍ତ୍ରୀ ତାରିଣୀ ପ୍ରସାଦ ଦାଶଙ୍କ ନେତୃତ୍ୱରେ ବିଦ୍ୟୁତ୍‌ କର୍ମଚାରୀମାନେ ବକେୟା ବିଲ୍‌ ଆଦାୟ କରିବା ପାଇଁ ଉଦେପୁର ଗ୍ରାମକୁ ଯାଇଥିଲେ। ଏହି ସମୟରେ ଅଭିଯୁକ୍ତ ଦ୍ୱୟ ଅତର୍କିତ ଭାବେ କାଠ ଫାଳିଆରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ବିଦ୍ୟୁତ୍‌ କର୍ମଚାରୀ ପପୁନ ଦନ୍ତା ଏବଂ ଶୁଭେନ୍ଦୁ ଦାଶ ଗୁରୁତର ହୋଇଥିଲେ। ଋଷୁଡ଼ା ଫାଣ୍ଡି ଅଧିକାରୀ ପ୍ରମୋଦ କୁମାର ସାହୁ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri