Posted inଜାତୀୟ

ଅଯୋଧ୍ୟାରେ ସୁଦର୍ଶନଙ୍କ ନୂଆ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ, ୨୨।୧: ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ରବିବାର ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅଯୋଧ୍ୟାର ରାମକଥା ପାର୍କରେ ସୁଦର୍ଶନଙ୍କ ଦ୍ୱାରା ପ୍ରସ୍ତୁତ ରାମମନ୍ଦିରର ୫୦୦ କ୍ଷୁଦ୍ର ପ୍ରତିରୂପ ସ୍ଥାନିତ ହୋଇଛି। ୫୦୦ ବର୍ଷ ଧରି ପ୍ରଭୁଙ୍କ ଆଗମନ ପାଇଁ କରାଯାଥିବା ପ୍ରତୀକ୍ଷାର ଅନ୍ତ ଘଟିଥିବା ସେ ଓ ତାଙ୍କ ୭ ଛାତ୍ରୀଛାତ୍ର ଏହି ବାଲୁକା କୃତୀ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି।

ମୁଖ୍ୟ ରାମମନ୍ଦିରର ଉଚ୍ଚତା ୨୩ ଫୁଟ୍‌ ଥିବାବେଳେ ଲମ୍ବ ୫୫ ଓ ଓସାର ୩୫ ଫୁଟ୍‌ ରହିଛି। ଏହାକୁ ଓ୍ବାଲର୍‌ଡ ରେକର୍କ୍ସ ବୁକ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ସ୍ବୀକୃତି ପ୍ରଦାନ କରାଯାଇଛି। ଏହି ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମକଥା ପାର୍କ ପରିଦର୍ଶନ କରି ସୁଦର୍ଶନଙ୍କ କୃତି ସମ୍ମୁଖରେ ସେଲ୍ଫି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri