ରାମମନ୍ଦିର ପ୍ରତିଷ୍ଠା ପାଇଁ ଭାରତକୁ ଶୁଭେଚ୍ଛା ଜଣାଇଲା ଇସ୍ରାଏଲ

ଜେରୁଜେଲମ୍‌/ଅଯୋଧ୍ୟା,୨୨ା୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ ଉତ୍ସବମୁଖର। ସନାତନ ସଂସ୍କୃତିର ଆତ୍ମା, ରଘୁନନ୍ଦନ ରାଘବ ରାମଲାଲା ନିଜ ଜନ୍ମଭୂମି ଅଓ୍ବଧପୁରୀର ଦିବ୍ୟ ସ୍ଥାନରେ ବିରାଜମାନ କରିସାରିଛନ୍ତି। ଅପରାହ୍ନ ୧୨ଟା ୨୦ରୁ ୪୦ ମିନିଟ ଧରି ଚାଲିବାକୁ ଥିବା ପ୍ରାଣ ପ୍ରତିଷ୍ଠା ଉତ୍ସବର ସାକ୍ଷୀ ହେବା ପାଇଁ ମୋକ୍ଷଦାୟିନୀ ଅଯୋଧ୍ୟାରେ କେବଳ ଭାରତ ନୁହେଁ, ସାରା ବିଶ୍ୱର କୋଣ ଅନୁକୋଣରୁ ରାମଭକ୍ତମାନେ ଶୁଭେଚ୍ଛା ଜଣାଉଛନ୍ତି।

Ram Mandir Ayodhya Photos, Png, Drawing, Images Hd Download And Share (राम  मंदिर फोटो hd Download): Ayodhya Ramlala Murti Photo 1080p Share With  Friends And Family | अध्यात्म News, Times Now Navbharat

ଏହି ପରିପ୍ରେକ୍ଷୀରେ ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ନାଓର ଗିଲନ ହିନ୍ଦୀରେ ଟୁଇଟ୍‌ କରି କହିଛନ୍ତି, ‘ରାମମନ୍ଦିରର ପବିତ୍ର ଦିବସ ଅବସରରେ ଭାରତବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ସମଗ୍ର ବିଶ୍ୱରେ ଭକ୍ତଙ୍କ ପାଇଁ ଏହା ଐତିହାସିକ ମୁହୂର୍ତ୍ତ। ମୁଁ ଶୀଘ୍ର ଅଯୋଧ୍ୟାରେ ରାମମନ୍ଦିର ପରିଦର୍ଶନ କରିବାକୁ ଆଗ୍ରହୀ। ଅବଶ୍ୟ ମୋ’ ପାଖରେ ଥିବା ଏହି ମଡେଲ ଅପେକ୍ଷା ଏହା ଅଧିକ ମହାନ ଏବଂ ସୁନ୍ଦର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri