Posted inଜାତୀୟ

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସମ୍ପନ୍ନ: ଜାଣନ୍ତୁ ଏହି ଦିବ୍ୟମୁହୂର୍ତ୍ତବେଳେ କିଏ ଥିଲେ ଉପସ୍ଥିତ

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ପ୍ରଭୁ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ଭଗବାନ ରାମଲାଲାଙ୍କ ପୂଜାରେ ଜଡିତ ଅଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭଗବତ, ୟୁପି ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ, ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ ଲୋକ ରାମଲାଲାଙ୍କ ପୂଜାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପାଖରେ ମୋହନ ଭାଗବତ ବସିଛନ୍ତି। ପିଏମ ମୋଦି ପୂଜା କରିଛନ୍ତି।
ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପିଏମ ମୋଦି କ୍ରିମ ରଙ୍ଗର କୁର୍ତ୍ତା ଏବଂ ଧୋତି ପିନ୍ଧିଛନ୍ତି। କେବଳ ଏତିକି ନୁହେଁ, ପ୍ରଧାନମନ୍ତ୍ରୀ ମୋଦି ରାମଲାଲାଙ୍କ ପାଇଁ ଏକ ରୂପା ମୁକୁଟ ନେଇ ଆସିଛନ୍ତି।
ପ୍ରାଣ ପ୍ରତିଷ୍ଠା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଟୁଇଟରରେ ଲେଖିଛନ୍ତି ଯେ, ଅଯୋଧ୍ୟା ଧାମରେ ଶ୍ରୀ ରାମଲାଲାଙ୍କୁ ପ୍ରାଣ ପ୍ରତିଷ୍ଠା କରିବାର ଅଲୌକିକ ମୁହୂର୍ତ୍ତ ସମସ୍ତଙ୍କୁ ଭାବପ୍ରବଣ କରିବାକୁ ଯାଉଛି। ଏହି ଈଶ୍ୱରୀୟ କାର୍ଯ୍ୟକ୍ରମର ଅଂଶ ହେବା ମୋର ଅତ୍ୟନ୍ତ ଆନନ୍ଦ। ନମସ୍କାର ସିଆ ରାମ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri