ପ୍ରାଣୀଧନ ଚିକିତ୍ସକଙ୍କ ପ୍ରଶିକ୍ଷଣ ଅବଧି ୧୨ମାସକୁ ହ୍ରାସ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର, ୨୨।୧ (ବନ୍ଦନା ସେଠୀ): ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ବିଭାଗ ଅନ୍ତର୍ଗତ ଏକ ପ୍ରସ୍ତାବ ରଖାଯାଇଥିଲା। ଓଡ଼ିଶା ପ୍ରାଣୀ ଚିକିତ୍ସା ବୈଷୟିକ ସେବା (ନିଯୁକ୍ତି ସର୍ତ୍ତାବଳୀ) ନିୟମ, ୧୯୮୩ର ପ୍ରସ୍ତାବିତ ସଂଶୋଧନ ଅନୁଯାୟୀ ପ୍ରାଣୀଧନ ଚିକିତ୍ସକଙ୍କ ପ୍ରଶିକ୍ଷଣ ଅବଧି ୨୪ ମାସରୁ ୧୨ମାସକୁ ହ୍ରାସ କରିବା ପାଇଁ ପ୍ରସ୍ତାବ ରଖାଯାଇଥିଲା। ଏଥିସହ ପ୍ରଶିକ୍ଷଣ ସମୟରେ ସେମାନଙ୍କୁ ସର୍ବନିମ୍ନ ଦରମା ୨୧ ହଜାର ୭ଶହ ଟଙ୍କା ଦେବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ଏହାଦ୍ୱାରା ଯୋଗ୍ୟତା ସମ୍ପନ୍ନ ମେଧାବୀ ପ୍ରାର୍ଥୀ ଓ ପ୍ରାର୍ଥତ୍ନୀ ଓଡ଼ିଶା ପ୍ରାଣୀ ଚିକିତ୍ସା ବୈଷୟିକ ସେବାରେ ଯୋଗ ଦେବାକୁ ଇଚ୍ଛୁକ ହେବେ। ଏଥିସହ ସରକାରଙ୍କ ଦ୍ୱାରା ପ୍ରଣିତ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା କାର୍ଯ୍ୟକ୍ରମର ତୃଣମୂଳ ସ୍ତରରେ ସଫଳ ରୂପାୟନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବେ ବୋଲି ଆଶା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri