ପାଣିପାଗ ବିଭାଗର ଆଲର୍ଟ, ୧୦ରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ!

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ…

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ କଫି ଚାଷୀ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଚାଳକ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର ଅଧୀନରେ ଗାଇସିଲେଟ ବ୍ଲକରେ କାର୍ଯ୍ୟରତ ଡିଷ୍ଟ୍ରିକ୍ଟ…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ମନ୍ଥନ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଦୌଡ଼ରେ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ ରଜତ ପାଟିଦାରଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ପିଏଙ୍କ ହତ୍ୟା ପରେ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ, ସିଧା କହିଦେଲେ ହତ୍ୟାକାରୀ…ପଶ୍ଚିମବଙ୍ଗରେ ଚହଳ

କୋଲକାତା,୭।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ଘଟଣାରେ ସମ୍ପୃକ୍ତ ଜଣେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ ହେଉଥିବା ସାମୁଦ୍ରିକ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପଶ୍ଚିମବଙ୍ଗର ମଧ୍ୟମଗ୍ରାମ ଅଞ୍ଚଳରେ ବିଳମ୍ବିତ ରାତିରେ ଏହି…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି ଆମେରିକା ରାଷ୍ଟ୍ରପତି କହିଛନ୍ତି । ଟ୍ରୁଥ୍ ସୋସିଆଲରେ, ଟ୍ରମ୍ପ କହିଛନ୍ତି ଯେ ଯଦି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ ସରକାର ଗଢ଼ିବା ଲାଗି ବୁଧବାର ଏହାର ନେତା ବିଜୟ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ଆକଳନ ଆକଳନ କରିଛନ୍ତି…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା ବାନାର୍ଜୀ ଦୃଢ଼ ଭାବରେ କହିଛନ୍ତି ଯେ ତାଙ୍କର ପରାଜିତ ପ୍ରାର୍ଥୀମାନଙ୍କୁ ଏକ ଷଡ଼ଯନ୍ତ୍ରର…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ ସେମାନଙ୍କର କ୍ୟାବିନେଟ ସଦସ୍ୟମାନେ ମେ ୯ ତାରିଖରେ କୋଲକାତାର ପ୍ରତୀକାତ୍ମକ ବ୍ରିଗେଡ ପରେଡ…

ଭାରତକୁ ନାଲିଆଖି ଦେଖାଇଲେ ନେପାଳ ସରକାର, ଧମକ ଦେଇ କହିଲେ କାଠମାଣ୍ଡୁର ସମ୍ମତି ବିନା…

କାଠମାଣ୍ଡୁ,୬ା୫: ନେପାଳର ବାଲେନ ସରକାର ଭାରତକୁ ନାଲିଆଖି ଦେଖାଇଛନ୍ତି। ନେପାଳ ସରକାର ମାନସରୋବର ଯାତ୍ରାର ପଥକୁ କଡ଼ା ବିରୋଧ କରିଛନ୍ତି। ଏହା ଭାରତ ଏବଂ ନେପାଳ ମଧ୍ୟରେ ଲିପୁଲେଖ ବିବାଦକୁ ପୁଣି ଥରେ ଚର୍ଚ୍ଚାକୁ ଆଣିଛି। ଭାରତ ଏବଂ ଚାଇନା ଲିପୁଲେଖ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ ଶେଷ କରିଛି। ବିଜୟଙ୍କ ଦଳ, ଟିଭିକେ, କଂଗ୍ରେସ ସମର୍ଥନରେ ଏବେ ରାଜ୍ୟରେ ସରକାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri