Odisha Elections 2024

ମାନସ ହେଲେ ୯ ପଞ୍ଚାୟତର ବିଜେଡି ସଭାପତି

ତିହିଡ଼ି,୨୩।୧(ସଞ୍ଜିତ ବଳ): ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକ ୯ ପଞ୍ଚାୟତର ବିଜେଡି ସଭାପତି ଭାବେ ମାନସ ରଞ୍ଜନ ନାୟକ ମନୋନୀତ ହୋଇଛନ୍ତି। ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ମାନସଙ୍କୁ ଏନେଇ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।

ଗୋବିନ୍ଦପୁର ପଞ୍ଚାୟତ ଅଧୀନ କୁଅଁାରଚତର ଗ୍ରାମର ମାନସ ୨୦୦୨ରୁ ୨୦୦୭ ଯାଏ ପଞ୍ଚାୟତ ସମିତିସଭ୍ୟ ଥିଲେ। ଏବେ ସେ ବାରସର ସମବାୟ ସମିତି ସଭାପତି ଅଛନ୍ତି। ତାଙ୍କର ସାଙ୍ଗଠନିକ ଦକ୍ଷତା ପାଇଁ ଏହି ପଦବୀ ପ୍ରଦାନ କରାଯାଇଛି। ୯ ପଞ୍ଚାୟତରେ ସେ ବିଜେଡିର ଅଗ୍ରଗତି ଲାଗି ଉଦ୍ୟମ କରିବେ ବୋଲି ସେ କହିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ ରାୟ, ଜିଲା ସଭାପତି ସ୍ବାଇଁ, ଜିଲା ପରିଷଦ ସଭ୍ୟ ଅମୂଲ୍ୟ ମାଝୀ ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri