ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି, ପିସିସି ସଭାପତି ଯାହାକୁ କହିଲେ ତାଙ୍କୁ…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର କାର୍‌ର ମୂଲ୍ୟ ପ୍ରାୟ ୧୨ କୋଟି…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା କହିଛନ୍ତି। ଦୀର୍ଘ ବର୍ଷ ଧରି କର୍ମଚାରୀମାନେ…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।  ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଗି ଯାଇଛନ୍ତି। ନବୀନ କହିଛନ୍ତି, ବିଧାୟିକା…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି ଖାଲି ପେଟରେ ଚା’ ପିଇଲେ ପାକସ୍ଥଳୀରୁ…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ କହିଛନ୍ତି, ବାଧ୍ୟତାମୂଳକ ଋତୁସ୍ରାବ ଛୁଟି ଦିଆଗଲେ ତାହା ମହିଳାଙ୍କ ନିଯୁକ୍ତି ଉପରେ ପ୍ରତିକୂଳ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର। ସେପଟେ ମାର୍ଚ୍ଚ ୧୬ରେ ହେବାକୁ ଥିବା ନିର୍ବାଚନ ପାଇଁ ରବିବାର ରାତିରେ…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର ଢଙ୍ଗରେ ଜବାବ ଦେଇଛନ୍ତି। ନେତନ୍ୟାହୁ ଏକ କାଫେରେ କଫି ଅର୍ଡର କରୁଥିବା ବେଳେ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ ସତର୍କ କରାଇଛନ୍ତି। ”ଯଦି ଇରାନ ଓ ଇସ୍ରାଏଲ ମଧ୍ୟରେ ସଂଘର୍ଷ ଦୀର୍ଘସ୍ଥାୟୀ ହୁଏ,…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ସମ୍ଭାବନା । ଏହାସହ ରାଜଧାନୀ ଭୁବନେଶ୍ବରକୁ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ,…

ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍!

ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’ (TVK) ସହ ମେଣ୍ଟ କରିବା ପାଇଁ ଭାଜପା ପକ୍ଷରୁ ଏକ ବଡ଼ ପ୍ରସ୍ତାବ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri