ତ୍ରିଶାଙ୍କୁ ବଡ଼ ଝଟକା: ଥଲାପତି ବିଜୟଙ୍କ ସ୍ବତନ୍ତ୍ର ଅନୁମତି ସତ୍ତ୍ୱେ ବି…

ଚେନ୍ନାଇ,୧୪।୫: ଦକ୍ଷିଣ ସୁପରଷ୍ଟାର ସୂର୍ଯ୍ୟ ଏବଂ ତ୍ରିଶା କୃଷ୍ଣନଙ୍କ ଫିଲ୍ମ “କରୁପ୍ପୁ”ର ପ୍ରଥମ ଦିନର ଶୋ’ ବାତିଲ କରାଯାଇଛି। ଫିଲ୍ମଟି ମେ ୧୪ ତାରିଖରେ ରିଲିଜ ହେବାର ଥିଲା। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ…

ହର୍ମୁଜ୍ ପ୍ରଣାଳୀ ନିକଟରେ ଭାରତୀୟ ଜାହାଜ ଉପରେ ଆକ୍ରମଣ, ଏପରି କାର୍ଯ୍ୟକୁ ବରଦାସ୍ତ….

ନୂଆଦିଲ୍ଲୀ,୧୪।୫: ଓମାନ ଉପକୂଳରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ହୋଇଛି । ଏହାକୁ ନେଇ ଭାରତ ତୀବ୍ର କ୍ରୋଧ ପ୍ରକାଶ କରିଛି । ଏହି ଘଟଣାକୁ ଅଗ୍ରାହ୍ୟ ବୋଲି ଦର୍ଶାଇ ବୈଦେଶିକ ମନ୍ତ୍ରଣାଳୟ…

ବାଂଲାଦେଶ ସରକାରଙ୍କ ବଡ଼ ବୟାନ, କହିଲେ ‘ଭାରତରେ ମୁସଲମାନମାନଙ୍କ ଉପରେ ନିର୍ଯାତନାର କୌଣସି ପ୍ରମାଣ ନାହିଁ’

ଢାକା,୧୪।୫: ବାଂଲାଦେଶ ସରକାର ଦେଶର ସର୍ବବୃହତ ଇସଲାମିକ ଦଳ, ଜମାତ-ଏ-ଇସଲାମି ଏବଂ ଏହାର ସହଯୋଗୀମାନଙ୍କ ଦ୍ୱାରା କରାଯାଇଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛି, ଯେଉଁଥିରେ କୁହାଯାଇଛି ଯେ ଭାରତର ବିଭିନ୍ନ ସ୍ଥାନରେ ପଶ୍ଚିମବଙ୍ଗ ଏବଂ…

ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି।…

ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି ଗ୍ରାମର ବିଜୟ ଭୁୟାଁ…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା ଦାବିରେ କରଞ୍ଜ ଆଡିଆର ଶତାଧିକ ଗ୍ରାମବାସୀ…

ରାଜ୍ୟରେ ହାହାକାର: ତେଲ ପାଇଁ କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ…

ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ନିର୍ବାଚନ କମିଶନ କହିଛନ୍ତି…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଫତେପୁର, ଭଦୋହିରେ, ବଦାଉଁରେ, ଚନ୍ଦୌଲିରେ  ଏବଂ ସୋନଭଦ୍ରା ଜିଲାରେ ମିଶି…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଏହା ପୂର୍ବରୁ ଶୀର୍ଷ କଂଗ୍ରେସ ନେତାମାନଙ୍କର ଏକ ଉଚ୍ଚସ୍ତରୀୟ…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚିତ ପ୍ରତିନିଧିମାନେ ସେମାନଙ୍କର ଆଚରଣ…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର ସକାଳ ୮ଟାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଡି ଛକସ୍ଥିତ ୩ ମହଲା ଘର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri