ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା, ମାର୍ଚ୍ଚ ୧୫ ଯାଏ ରେଜିଷ୍ଟ୍ରେଶନ

ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ପାଇଁ ଘୋଷଣା ହୋଇଛି ତାରିଖ। ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଅନୁଯାୟୀ ୨୫ ଜାନୁଆରୀ ଠାରୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇ ମାର୍ଚ୍ଚ ୧୫ ଯାଏ ଚାଲିବ। ଚଳିତ ବର୍ଷ ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ।

ରାଜ୍ୟର ବିଭିନ୍ନ ବୃତ୍ତିଗତ ପାଠ୍ୟକ୍ରମରେ ଆଡମିଶନ ପାଇଁ ମେରିଟ୍ ତାଲିକା ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ) କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri