Posted inଜାତୀୟ

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ରାମ ମନ୍ଦିରର ପ୍ରତିକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଜୟପୁର,୨୫।୧: ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଗୁରୁବାର ଜୟପୁରରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଜୟପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ରୋଡ ଶୋ କରିଛନ୍ତି। ଏଥିସହ ଉଭୟ ନେତା ଜୟପୁରରେ ମହାରାଜା ସାୱାଇ ଜୟ ସିଂଙ୍କ ଦ୍ୱାରା ପ୍ରତିଷ୍ଠିତ ପ୍ରସିଦ୍ଧ ସୌର ପର୍ଯ୍ୟବେକ୍ଷକ ଜନ୍ତର ମନ୍ତର ପରିଦର୍ଶନ ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋନଙ୍କୁ ରାମ ମନ୍ଦିରର ଏକ ପ୍ରତିକୃତି ବା ମଡେଲ ଉପହାର ଦେଇଛନ୍ତି। ସୂଚନାଯୋଗ୍ୟ, ଗଣତନ୍ତ୍ର ପରେଡରେ ମୁଖ୍ୟ ଅତିଥି ଭାବରେ ସାମିଲ ହେବା ପାଇଁ ଇମାନୁଏଲ ମାକ୍ରୋନ ଭାରତରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri