Posted inଜାତୀୟ

ସୋନିଆଙ୍କ ଏକ ବ୍ୟକ୍ତି ଏକ ପଦବୀ ରଣନୀତି: ବରିଷ୍ଠ ନେତାଙ୍କ ପଦବୀ ଯିବା ସମ୍ଭାବନା

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷା ଭାବେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡୋର ଧରିଛନ୍ତି। ସେ ଦଳର ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ ଆଣିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଣିକି ଦଳର ଜଣେ ବ୍ୟକ୍ତି ଗୋଟିଏ ପଦବୀରେ ଅବସ୍ଥାପିତ ହେବେ। ଏକାଧିକ ପଦବୀ ନିଜ ପାଖରେ ରଖିଥିବା ସଦସ୍ୟଙ୍କ ଠାରୁ ସେମାନଙ୍କର ପଦବୀରୁ ଅଲଗା କରାଯିବ। ନିଜେ ସୋନିଆ ୟୁପିଏ ଅଧ୍ୟକ୍ଷା ଏବଂ ଦଳର ଅଧ୍ୟକ୍ଷା ଅଛନ୍ତି। ତେବେ ଦୁଇଟି ଯାକ ପଦବୀରେ କୌଣସି ଅସମାନତା ନ ଥିବାରୁ ସୋନିଆ ଏହି ପଦବୀରେ ରହିପାରିବେ। ଅପରପକ୍ଷରେ ଗୁଲାମନବୀ ଆଜାଦ୍‌, କମଳନାଥ, ସଚିନ୍‌ ପାଇଲଟ୍‌, ନାନା ପୋଟଲେ, ନୀତିନ ରାଓ୍ବତ, ଉମଙ୍ଗ ସିଙ୍ଗାର ଆଦି ସଦସ୍ୟ ଏକାଧିକ ପଦବୀ ନିଜ ପାଖରେ ରଖିଛନ୍ତି। ସେମାନେ ଏବେ ଯେ କୌଣସି ଗୋଟିଏ ପଦବୀରେ ରହିବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri