Odisha Elections 2024

ବସ୍‌-ପିକ୍‌ଅପ୍‌ ମୁହାଁମୁହିଁ: ୩ ମୃତ, ୪ ଆହତ

ଗଞ୍ଜାମ,୨୬ା୧: ଗଞ୍ଜାମ ଜିଲା ୫୯ନମ୍ବର ଜାତୀୟ ରାଜପଥ ଖଡ଼ଭାଗ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ପିକ୍‌ଅପ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ପୂର୍ବାହ୍ନରେ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ବ୍ରହ୍ମପୁରରୁ ସୋରଡ଼ା ଅଭିମୁଖେ ଯାଉଥିଲା। ଏହି ସମୟରେ ଆସିକା ଅଭିମୁଖେ ଆସୁଥିବା ପିକ୍‌ଅପ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପିକ୍‌ଅପ୍‌ରେ ଥିବା ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଆହତମାନଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

”ଓଡ଼ିଶାରେ ବହୁଛି ଭାଜପା ହାୱା, ଫୋକସରେ ବିଧାନସଭା ନିର୍ବାଚନ”: ଅମିତ ଶାହା

ଭୁବନେଶ୍ୱର,୧୫ା୫: ବୁଧବାର ଭାଜପା ବରିଷ୍ଠ ନେତା ତଥା ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟରେ ଏକକାଳୀନ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପାଇଁ କଟକରେ ରୋଡ୍...

ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍‌ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ...

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ...

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍...

ଛେନାପଦୀରେ ବଦ୍ରି, ଧନୁର୍ଜୟ, ଅଭିମନ୍ୟୁଙ୍କ ଶକ୍ତି ପ୍ରଦର୍ଶନ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀଠାରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡିର ବରିଷ୍ଠ କର୍ମୀ ଏବଂ ଯୁବ ଗୋଷ୍ଠୀଙ୍କୁ ନେଇ ବୁଧବାର ସନ୍ଧ୍ୟାର...

ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ଅଭିମନ୍ୟୁ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସମଣା ପଞ୍ଚାୟତ ବରାଙ୍ଗଠାରେ ମହିଳା ବିଜେଡି କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଛି। ପ୍ରଥମେ ମହିଳାମାନେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ...

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ...

ଭୋଟରଙ୍କୁ ମନାଇବା ପାଇଁ ଚାଲିଛି ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ଦଳ ପକ୍ଷରୁ ଜୋରଦାର ନିର୍ବାଚନ ପ୍ରଚାର ଚାଲିଛି। ଆସନ୍ତା ୨୦ରେ ସାଧାରଣ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri