Odisha Elections 2024
Posted inଜାତୀୟ

ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପଗଡି

ନୂଆଦିଲ୍ଲୀ,୨୬।୧: ଦେଶର ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଗଡି ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ସମସ୍ତଙ୍କ ଆଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ସୱତନ୍ତ୍ର ପଗଡି ଉପରେ ରହିଛି। ବାସ୍ତବରେ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଏବଂ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ପ୍ରକାରର ପଗଡି ପିନ୍ଧିଥିବାର ନଜର ଆସନ୍ତି। ତାଙ୍କ ପଗଡି ପ୍ରତିବର୍ଷ ଲୋକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ହୋଇ ରହିଥାଏ । ଚଳିତ ବର୍ଷ ମଧ୍ୟ ସାଧାରଣତନ୍ତ୍ର ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଏକ ସ୍ବତନ୍ତ୍ର ପଗଡ଼ି ପିନ୍ଧିଛନ୍ତି। ଏଥିରେ ବାନ୍ଧନୀ ପ୍ରିଣ୍ଟ ରହିଛି।

ପ୍ରଧାନମନ୍ତ୍ରୀ ମୋଦି ପିନ୍ଧିଥିବା ପଗଡି ଲାଲ, ହଳଦିଆ ଏବଂ ଗୋଲାପୀ ରଙ୍ଗର, ଏହାର ପଛରେ ନୀଳ ରଙ୍ଗ ମଧ୍ୟ ଅଛି, ଏହାକୁ ବାନ୍ଧନୀ ପ୍ରିଣ୍ଟ କୁହାଯାଏ, ଯାହା ରାଜସ୍ଥାନରେ ବହୁତ ଲୋକପ୍ରିୟ। ଏହି ସ୍ବତନ୍ତ୍ର ମୁଦ୍ରିତ ପଗଡିରେ ଦେଶର ପ୍ରଧାନମନ୍ତ୍ରୀ ବହୁତ ସୁନ୍ଦର ଦେଖାଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri