Posted inଜାତୀୟ

ଭାରତରେ କ’ଣ ନାହିଁ ନିଯୁକ୍ତି ସୁଯୋଗ, ଆମ ଯୁବବର୍ଗ କାହିଁକି ଯିବେ ଇସ୍ରାଏଲ…

ନୂଆଦିଲ୍ଲୀ,୨୮।୧ : ଉତ୍ତରପ୍ରଦେଶ ଏବଂ ହରିୟାଣାର ଲୋକମାନେ ଇସ୍ରାଏଲରେ ନିଯୁକ୍ତି ସୁଯୋଗ ପାଇଁ ଧାଡ଼ିବାନ୍ଧି ଛିଡା େହୋଇଥିବା ଖବର ନେଇ କଂଗ୍ରେସ ଦଳ ସରକାରଙ୍କୁ କଡ଼ ାସମାଳୋଚନା କରିଛି। ଦଳ କହିଛି ଏହି ଘଟଣା ଦେଶରେ ସୃଷ୍ଟି ହୋଇଥିବା ଗୁରୁତର ବେକାରୀ ପରିସ୍ଥିତିକୁ ଦର୍ଶାଉଛି ଏବଂ ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଅର୍ଥନୀତି ଉପରେ ସରକାରଙ୍କ ଦାବି ଉପରେ ସନ୍ଦେହ ସୃଷ୍ଟି କରୁଛି।

ବିଶେଷ କରି ଉତ୍ତରପ୍ରଦେଶ ଏବଂ ହରିୟାଣାରେ ପାଲେଷ୍ଟାଇନ ଶ୍ରମିକଙ୍କ ବଦଳରେ ଇସ୍ରାଏଲରେ ଚାକିରି ଖୋଜିବା ପାଇଁ ଯୁବବର୍ଗଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନେଇ କଂଗ୍ରେସର ମହାସଚିବ ଜୟରାମ ରମେଶ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ତଥା ନିଯୁକ୍ତି ସୁଯୋଗ ସୃଷ୍ଟି କରୁଥିବା ସରକାରଙ୍କ ଅର୍ଥନୀତିର ଉପହାସ ନୁହେଁ କି ବୋଲି ସେ ପ୍ରଶ୍ନ କରିଛନ୍ତି।

ଦେଶରେ ବେରୋଜଗାରୀ ଏବଂ ମୁଦ୍ରାସ୍ଫୀତି ବୃଦ୍ଧି ପାଉଥିବା ପ୍ରସଙ୍ଗ ଉପରେ ଗୁରୁତ୍ୱ ଦେଇ କଂଗ୍ରେସ ସରକାରଙ୍କ ଆର୍ଥିକ ନୀତିକୁ ନେଇ ନିରନ୍ତର ଚିନ୍ତା ପ୍ରକଟ କରିଛି। ଭାରତରେ କ’ଣ ନିଯୁକ୍ତି ସୁଯୋଗ ନାହିଁ, ଆମ ଯୁବବର୍ଗ କାହିଁକି ଇସ୍ରାଏଲ ଯିବେ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri