ଲକ୍ଷେ ଟଙ୍କାର କ୍ୟାପ ପିନ୍ଧି ନିର୍ବାଚନ ପ୍ରଚାର କଲେ ନଓ୍ବାଜ…

ଇସଲାମାବାଦ,୨୯।୧ : ଆସନ୍ତା ମାସରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ପାକିସ୍ତାନରେ ପ୍ରଚାର ଚାଲିଛି। କ୍ଷମତାକୁ ଆସିବା ପାଇଁ ଜଣେ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଉଥିବା ନୱାଜ ସରିଫ ମଧ୍ୟ କ୍ରମାଗତ ଭାବେ ରାଲି କରୁଛନ୍ତି। ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ପଞ୍ଜାବର ନନକାନା ସାହିବରେ ତାଙ୍କ ପାର୍ଟି ପିଏମଏଲଏନର ଏକ ରାଲିରେ ଯୋଗ ଦେଇଥିଲେ। ଏହି ରାଲିର ଚିତ୍ର ଏବଂ ଭିଡିଓ ପାକିସ୍ତାନରେ ସୋସିଆଲ ମିଡିଆରେ ଆଲୋଡ଼ନ ସୃଷ୍ଟି କରିଛି। ବାସ୍ତବରେ ନୱାଜ ସରିଫ ଏହି ରାଲିରେ କ୍ୟାପ ପିନ୍ଧିଥିବାର ନଜର ଆସିଛନ୍ତି। ସୋସିଆଲ ମିଡିଆରେ ନୱାଜଙ୍କ ଚିତ୍ର ଶେୟାର କରିବାବେଳେ ଦାବି କରାଯାଇଥିଲା ଏହି ଟୋପି ଗୁଚି କମ୍ପାନୀର। ଯାହାର ମୂଲ୍ୟ ଏକ ଲକ୍ଷରୁ ଅଧିକ ପାକିସ୍ତାନୀ ଟଙ୍କା ଅଟେ।

ନୱାଜ ସରିଫଙ୍କ କ୍ୟାପ ମୂଲ୍ୟ ସହିତ ଏହାର ଡିଜାଇନ ମଧ୍ୟ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଛି। କ୍ୟାପର ଡିଜାଇନରେ ଏପରି ଷ୍ଟ୍ରାଇପ ଥିଲା, ଯାହା ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇର ପତାକା ସଦୃଶ। ପାକିସ୍ତାନର ସୋସିଆଲ ମିଡିଆ ୟୁଜରମାନେ ନୱାଜ ସରିଫ ଏବଂ ତାଙ୍କ ଦଳର ନେତାମାନଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଦେଶରେ ଲୋକେ ଖାଇବାକୁ ପାଉ ନ ଥିବାବେଳେ ନଓ୍ବାଜ ଲକ୍ଷେ ଟଙ୍କାର କ୍ୟାପ ପିନ୍ଧିବା କେତେଦୂର ଯୁକ୍ତିଯୁକ୍ତ। ଜଣେ ୟୁଜର ତାଙ୍କ କ୍ୟାପର ଡିଜାଇନ ଏବଂ ପିଟିଆଇ ପତାକା ମଧ୍ୟରେ ସମାନତା ଦର୍ଶାଇ ନୱାଜ ସରିଫ କ୍ୟାପ ପିନ୍ଧି ଇମ୍ରାନ ଖାନଙ୍କୁ ସମର୍ଥନ କରୁଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri