ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳି ବୈଭବ ଦ୍ରୁତତମ ଆଇପିଏଲ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୬ ବର୍ଷୀୟା ନାବାଳିକା ୮ ମାସର…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଘଟଣାରେ ସମ୍ପୃକ୍ତ କାହାରିକୁ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା ବିକ୍ରମ କୁମାର ସାହୁଙ୍କ କଥା, ଯାହାଙ୍କ…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବ୍ଲକ ଅନ୍ତର୍ଗତ କରପଡା ନିକଟ ରାସ୍ତାରେ…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା ଜଣାପଡିନଥିବା ବେଳେ ଏ ବାବଦରେ ତିର୍ତ୍ତୋଲ…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ ନିକଟରେ କାରଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ଫଳରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ ସେହିପରି କଲି। ଦଳର ହାଇକମାଣ୍ଡ ମୋତେ ଆରମ୍ଭରୁ ଇସ୍ତଫା ଦେବାକୁ କହିଥିଲେ। ମୁଁ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟପାଳଙ୍କ ଅନୁପସ୍ଥିତିରେ ତାଙ୍କ ସଚିବଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛି। ରାଜ୍ୟପାଳ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଗୁରୁବାର ଭୋର ପ୍ରାୟ ସାଢ଼େ ୩ଟା ସମୟରେ ବାଳିକା ଛାତ୍ରାବାସରେ ଅଗ୍ନିକାଣ୍ଡ ଘଟିଥିଲା।…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି କ୍ଷେତ୍ରରେ ପ୍ରକୃତରେ ଆକ୍ରମଣ କରିଛନ୍ତି। ଇରାନ ସହିତ ଯୁଦ୍ଧବିରତି ସତ୍ତ୍ୱେ, ଆମେରିକାର ରାଷ୍ଟ୍ରପତି…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ, ଭାଜପା…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି। ଚାଇନା ସହିତ ସୀମା ଶାନ୍ତିପୂର୍ଣ୍ଣ ରହିଥିଲେ ମଧ୍ୟ, ଏକ ଅଚଳାବସ୍ଥା ଜାରି ରହିଛି।…

ପଦ ଛାଡ଼ିଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ କଲେ ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ପଦ ଛାଡିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି ଘୋଷଣା କରିଛନ୍ତି। ସେ ତାଙ୍କ ନିଷ୍ପତ୍ତି ବିଷୟରେ ମନ୍ତ୍ରୀମାନଙ୍କୁ ଅବଗତ କରାଇଛନ୍ତି। ଅପରାହ୍ନ ୩.୦୦ଟାରେ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ ଟାର୍ଗେଟ କରିଥିଲା ଯାହାକୁ ଆମେରିକୀୟ ସେନା ତାଙ୍କ ସୈନ୍ୟ ଏବଂ ହର୍ମୁଜ ପ୍ରଣାଳୀ…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌କୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ବୁଧବାର ରାଜି ହୋଇଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri