ଆର୍ଥିକ ନିଅଣ୍ଟ ୫.୧ ପ୍ରତିଶତ ହେବା ଆକଳନ…

ନୂଆଦିଲ୍ଲୀ,୧।୨ : ୨୦୨୪ ପାଇଁ କାମଚଳା ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି
ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଟ୍ୟାକ୍ସ ସ୍ଲାବରେ କୌଣସି ପରିବର୍ତ୍ତନ ନାହିଁ। ଗତ ୧୦ ବର୍ଷ ମଧ୍ୟରେ ଆୟକର ସଂଗ୍ରହ ତିନି ଗୁଣା ବୃଦ୍ଧି ପାଇଛି। ମୁଁ ଟିକସ ହାର ହ୍ରାସ କରିଛି। ୭ ଲକ୍ଷ ଟଙ୍କା ରୋଜଗାର କରୁଥିବା ବ୍ୟକ୍ତିଙ୍କ ପାଇଁ କୌଣସି ଟିକସ ପ୍ରଦାନ କରାଯାଏ ନାହିଁ।

୨୦୨୫-୨୬ ସୁଦ୍ଧା ନିଅଣ୍ଟକୁ ଆହୁରି ହ୍ରାସ କରାଯିବ। ଆର୍ଥିକ ନିଅଣ୍ଟ ୫.୧ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ଏଠାରେ ୪୪.୯୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହୋଇଛି ଏବଂ ଆନୁମାନିକ ରାଜସ୍ବ ହେଉଛି ୩୦ ଲକ୍ଷ କୋଟି ଟଙ୍କା ଛୁଇଁଛି। ପ୍ରତିରକ୍ଷା ଖର୍ଚ୍ଚରେ ୧୧.୧ ପ୍ରତିଶତ ବୃଦ୍ଧି, ବର୍ତ୍ତମାନ ଏହା ଜିଡିପିର ୩.୪ ପ୍ରତିଶତ ହେବ ।

 

ସୀତାରମଣ କହିଛନ୍ତି ଏଫଡିଆଇର ଅର୍ଥ ହେଉଛି ପ୍ରଥମ ବିକାଶ ଭାରତ। ୨୦୧୪ ମଧ୍ୟରେ ୫୯୬ ବିଲିୟନ ଡ଼ଲାର ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ବିନିଯୋଗ (ଏଫଡିଆଇ) ଆସିଥିଲା। ୨୦୦୫-୨୦୧୪ ରେ ଆସିଥିବା ଏଫଡିଆଇର ଏହା ଦ୍ୱିଗୁଣିତ ଥିଲା। ଆମେ ବିଦେଶୀ ଅଂଶୀଦାରମାନଙ୍କ ସହିତ ଦ୍ୱିପାକ୍ଷିକ ବିନିଯୋଗ ଚୁକ୍ତିରେ ପ୍ରବେଶ କରୁଛୁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri