‘ଲକ ଅପ’ ଫେମ ପୁନମ ପାଣ୍ଡେଙ୍କ ପରଲୋକ

ମୁମ୍ବାଇ: ବିବାଦୀୟ ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ପରଲୋକ ହୋଇଥିବା ଖବର ଆସିଛି। ଅଭିନେତ୍ରୀଙ୍କ ମୃତ୍ୟୁ ଖବର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ତାଙ୍କ ଆକସ୍ମିକ ମୃତ୍ୟୁ ଖବର ସମସ୍ତଙ୍କୁ ଚକିତ କରିଛି।
ମାତ୍ର ୩୨ ବର୍ଷ ବୟରେ ସର୍ଭାଇକଲ କ୍ୟାନସର ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଡେଲ-ଆକ୍ଟ୍ରେସ, ଇଣ୍ଟରନେଟ ସେନସେସନ ତଥା ମୋଷ୍ଟ କଣ୍ଟ୍ରୋଭର୍ସିଆଲ ଷ୍ଟାର ଥିଲେ ପୁନମ। ଏହାପରେ ବି ତାଙ୍କ ଭିତରେ ଥିବା ଦୟାଳୁ ଭାବ ଯୋଗୁ ସେ ସମସ୍ତଙ୍କ ନିକଟରେ ପହଞ୍ଚିପାରିଥିଲେ। ତେବେ ଶୁକ୍ରବାର ସକାଳେ ଉତ୍ତର ପ୍ରଦେଶରେ ଥିବା ତାଙ୍କ ନିଜ ଘରେ ପୁନମଙ୍କର ଦେହାନ୍ତ ହୋଇଥିବା ଖବର ଆସିଛି।
ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଥିବା ପୋଷ୍ଟରେ ଲେଖା ଅଛି, ଆଜି ସକାଳ ଆମ ପାଇଁ କଷ୍ଟସାଧ୍ୟ। ଆପଣଙ୍କୁ ଜଣାଇବା ପାଇଁ ଆମେ ଅତ୍ୟନ୍ତ ଦୁଃଖିତ ଯେ ଗର୍ଭାଶୟ କର୍କଟ ହେତୁ ଆମେ ଆମର ପ୍ରିୟ ପୁନମଙ୍କୁ ହରାଇଛୁ। ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ଶୁଦ୍ଧ ପ୍ରେମ ଏବଂ ଦୟା ପାଇଛନ୍ତି। ଏହି ଦୁଃଖ ସମୟରେ, ଆମେ ଗୋପନୀୟତା ପାଇଁ ଅନୁରୋଧ କରିବୁ। ଆମେ ଶେୟାର କରିଥିବା ପ୍ରତ୍ୟେକ ଜିନିଷ ପାଇଁ ଆମେ ତାଙ୍କୁ ଭଲପାଇ ସ୍ମରଣ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri