Posted inଜାତୀୟ

ଅରବିନ୍ଦ କେଜରିଓ୍ବାଲଙ୍କ ପରେ ଆତିଶିଙ୍କ ଘରେ ପହଞ୍ଚିଲେ କ୍ରାଇମ ବ୍ରାଞ୍ଚ ଟିମ

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାକୁ ନେଇ ଆମ ଆଦମୀ ପାର୍ଟି (ଏଏପି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ମଧ୍ୟରେ ରାଜନୈତିକ ବିବାଦ ଜାରି ରହିଛି। ସୂଚନାନୁସାରେ, ଦିଲ୍ଲୀ କ୍ରାଇମ ବ୍ରାଞ୍ଚ ଟିମ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘରେ ନୋଟିସ ଦେବା ପରେ ମନ୍ତ୍ରୀ ଆତିଶିଙ୍କ ଘରେ ନୋଟିସ ନେଇ ପହଞ୍ଚିଥିଲେ ମଧ୍ୟ ସେଠାରେ କେହି ନୋଟିସ ନେଇ ନ ଥିଲେ। ଏହାପରେ ଦିଲ୍ଲୀ ପୋଲିସ ଟିମ ମଧ୍ୟ ସେଠାରୁ ଫେରିଥିଲେ।

ଘଟଣାହେଲା, ଗତ ମଙ୍ଗଳବାର ଅତିଶି ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ସହ ଭାଜପା ଉପରେ ଅଭିଯୋଗ କରିଥିଲେ ଯେ ସେମାନେ ଶାସକ ଦଳର ବିଧାୟକଙ୍କୁ ପ୍ରଲୋଭନ ଦେଖାଇ ଷଡଯନ୍ତ୍ର କରୁଛନ୍ତି। ଏହା ପରେ ଦିଲ୍ଲୀ ଭାଜପାର ସମସ୍ତ ନେତା ଓ ଏମପି ଦିଲ୍ଲୀ ପୋଲିସ କମିଶନର ସଞ୍ଜୟ ଆରୋରାଙ୍କୁ ଭେଟି ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିବା ସହ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri