ଅନନ୍ତ ଅମ୍ବାନୀଙ୍କ ବିବାହରେ ପରଫର୍ମ କରିବେ ଆଲିଆ-ରଣବୀର

ମୁମ୍ବାଇ: ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ହେଉଛି। ଯେତେବେଳେ ଅମ୍ବାନୀ ପରିବାର କୌଣସି କାର୍ଯ୍ୟକ୍ରମ ଆୟୋଜନ କରନ୍ତି, ସେଠାରେ ଚଳଚ୍ଚିତ୍ର ତାରକାମାନଙ୍କର ଏକ ସମାବେଶ ହୋଇଥାଏ। ଏବେ ଅନନ୍ତ ଅମ୍ବାନୀଙ୍କ ବିବାହ କିପରିବା ଏମାନଙ୍କ ବିନା ଆୟୋଜନ ହୋଇପାରିବ। ଅନନ୍ତ ଅମ୍ବାନୀ ଚଳିତ ବର୍ଷ ମାର୍ଚ୍ଚରେ ବିବାହ କରିବାକୁ ଯାଉଛନ୍ତି ଏବଂ ରାଧିକା ମର୍ଚାଣ୍ଟଙ୍କ ସହ ତାଙ୍କର ବିବାହ ହେବ। ଏବେ ଖବର ଆସିଛି ଯେ ବଲିଉଡର ସୁଇଟ କପଲ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଏହି ରାଜକୀୟ ବିବାହରେ ଏକ ନୃତ୍ୟ ପରିବେଷଣ କରିବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ରଣବୀର ଏବଂ ଆଲିଆ ଅନନ୍ତ ଅମ୍ବାନୀଙ୍କ ସହ ରିହର୍ସାଲ କରିବାକୁ ଯାଉଛନ୍ତି।
ଅନନ୍ତ ଅମ୍ବାନୀ ଏବଂ ରାଧିକାଙ୍କ ବିବାହ ଆସନ୍ତା ମାର୍ଚ୍ଚରେ ହେବ। ଦମ୍ପତିଙ୍କ ପ୍ରି ଓ୍ବେଡିଂ ଫଙ୍କଶନର ଇନଭିଟେଶନ ପ୍ରକାଶ ପାଇଛି। ଅନନ୍ତ-ରାଧିକାଙ୍କ ବିବାହ ପୂର୍ବ କାର୍ଯ୍ୟ ଗୁଜୁରାଟର ଜାମନଗରରେ ୧-୩ ମାର୍ଚ୍ଚ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି। ଆଲିଆ ଏବଂ ରଣବୀର ମଧ୍ୟ ଏଠାରେ ପହଞ୍ଚିଛନ୍ତି। ଏବେ ପ୍ରଶଂସକମାନେ ଆଶା କରୁଛନ୍ତି ଯେ ବୋଧହୁଏ ବି-ଟାଉନ ଦମ୍ପତି ଅନନ୍ତ ଏବଂ ରାଧିକାଙ୍କ ପ୍ରି-ଓ୍ବେଡିଂ ଫଙ୍କଶନରେ ପରଫର୍ମ କରିବେ। ଭିଡିଓରେ ରଣବୀର ଏବଂ ଆଲିଆ ଆକାଶ ଅମ୍ବାନୀଙ୍କ ସହ କାଜୁଆଲ ପୋଷାକରେ ନଜର ଆସଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri