Posted inରାଜ୍ୟ

ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ

ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ଗୃହରେ ଅଭିଭାଷଣ ରଖି ଗୃହକାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ପରେ ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ଏଥିସହିତ ନିକଟରେ ରାଜ୍ୟ ସରକାର ଲୋକାର୍ପିତ କରିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ। ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି, ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ମଧ୍ୟ କରାଯାଉଛି। ସେହିଭଳି ରାଜ୍ୟପାଳ ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗର ସଫଳତା ବଖାଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri