Posted inଖେଳ

୧୦ ଉଇକେଟରେ ଶ୍ରୀଲଙ୍କାର ବିଜୟ

କଲମ୍ବୋ, ୫ା୨ : ବାମହାତୀ ବୋଲର ପ୍ରବାଥ ଜୟସୁରିୟାଙ୍କ ୫ଉଇକେଟ ସଳଫତା ଯୋଗୁ ଏଠାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ଏକ ମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ଶ୍ରୀଲଙ୍କା ୧୦ଉଇକେଟରେ ବିଜୟୀ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ୧୯୮ ରନରେ ଅଲ୍‌ଆଉଟ ହୋଇଯାଇଥିଲା। ଜବାବରେ ଶ୍ରୀଲଙ୍କା ୪୩୯ରନ୍‌ ସଂଗ୍ରହ କରି ୨୪୧ରନ୍‌ର ପ୍ରଥମ ଇନିଂସ ଅଗ୍ରଣୀ ଲାଭ କରିଥିଲା।

ସିଂହଲିଜ ସ୍ପୋଟର୍‌ସ କ୍ଲବରେ ରବିବାର ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ୧୯୯/୧ ସ୍କୋର କରିଥିବା ଆଫଗାନିସ୍ତାନ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ସୋମବାର ମାତ୍ର ୫୩ ରନ୍‌ରେ ଏହାର ୬ ଉଇକେଟ ହରାଇ ସଂକଟରେ ପଡ଼ିଥିଲା। ଦଳ ୨୯୬ ରନରେ ଅଲଆଉଟ ହୋଇଯାଇଥିଲା। ଶ୍ରୀଲଙ୍କା ୫୬ ରନର ବିଜୟ ଲକ୍ଷ୍ୟକୁ ୭.୧ ଓଭରରେ ବିନା କୌଣସି ଉଇକେଟରେ ହାସଲ କରି ନେଇଥିଲା। ଦିମୁଥ କରୁଣାରନେତ୍ ୩୨ ଓ ନିକଶାନ ମାଦୁସ୍କା ୨୨ ରନ କରି ଅପରାଜିତ ରହିଥିଲେ। ଜୟସୁରିୟା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri