Odisha Elections 2024

ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …

ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ ସମୂହ ଛୁଟି ସହ ଆନ୍ଦୋଳନରେ ଥିବାରୁ ଚିକିତ୍ସା ମିଳିପାରୁ ନାହିଁ। ତେଣୁ କୁନି ବାଛୁରିଟିର ଚିକିତ୍ସା ବ୍ୟବସ୍ଥା ଜିଲାପାଳ କରନ୍ତୁ। ବାଛୁରିଟିକୁ କୋଳରେ ଧରି ବଅଁରପାଳ ବ୍ଲକ ନୂଆହତା ଗାଁର ତରୁଣ କୁମାର ସାମଲ ସୋମବାର ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପହଞ୍ଚି ଏପରି ଗୁହାରି କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ

ପୁରୁଷୋତ୍ତମପୁର,୨୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ଲାଗି ସୋମବାର ସକାଳୁ ନିର୍ଦ୍ଧାରିତ ସମୟରେ ମତଦାନ ଆରମ୍ଭ ହୋଇଛି। ଏଥିରେ କଂଗ୍ରେସ ପକ୍ଷରୁ ଖଲ୍ଲିକୋଟ...

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ...

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି।...

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri