ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରା

ସିମୁଳିଆ, ୧୪।୮(ଡି.ଏନ.ଏ.)-ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରାରେ ବାହାରିଥିବା ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିନ୍ଦୋଳ ଅଞ୍ଚଳର ସତ୍ୟବ୍ରତ ଦାସ (୨୮) ମଙ୍ଗଳବାର ସିମୁଳିଆ ବ୍ଲକର ସଦର ମହକୁମା ମାର୍କୋଣାରେ ପହଞ୍ଚତ୍ଛନ୍ତି।
ଗତ ଜୁଲାଇ ୧୦ ତାରିଖରୁ ଯାଜପୁର ଜିଲା ବଡ଼ଚଣାରୁ ପଦଯାତ୍ରା ଆରମ୍ଭ କରି ସତ୍ୟବ୍ରତ ଅଦ୍ୟାବଧି ଯାଜପୁରର ୧୦ଟି, ଭଦ୍ରକର ୭ଟି, କେନ୍ଦ୍ରାପଡ଼ାର ୯ଟି, କେନ୍ଦୁଝରର ୭ଟି ଓ ବାଲେଶ୍ୱର ଜିଲାର ୩ଟି ବ୍ଲକ ପରିକ୍ରମା କରିଥିବାର ପ୍ରକାଶ କରିଛନ୍ତି। ସତ୍ୟବ୍ରତ ନାରୀ ସଚେତନତା, ବେକାରୀ ସମସ୍ୟା, ମହାନଦୀ ଓ ପୋଲାଭରମ୍‌ ନଦୀ ସଚେତନତା ସମ୍ପର୍କରେ ସେ ‘ଜନ ସଚେତନତା ମଞ୍ଚ’ ପକ୍ଷରୁ ଏକ ସଚେତନତା ବାର୍ତ୍ତା ପ୍ରଚାର କରିବା କରିବା ବିଭିନ୍ନ ଅଞ୍ଚଳର ବିଡ଼ିଓଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଏକ ଦାବିପତ୍ର ପ୍ର୍ରଦାନ କରିଛନ୍ତି। ସତ୍ୟବ୍ରତ ଓଡ଼ିଶାର ୩୧୪ଟି ବ୍ଲକ ପରିକ୍ରମା କରି ସଚେତନତା ସୃଷ୍ଟି କରିବାର ଲକ୍ଷ୍ୟ ରଖିଥିବାର କହିଛନ୍ତି। ତାଙ୍କର ଏପରି ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri