ରାସ୍ତାରେ ଭିକ ମାଗୁଛନ୍ତି ‘ବିଗ୍‌ବସ୍‌’ ଫେମ୍‌ ଶିବ ଠାକ୍‌ରେ, ଅବସ୍ଥା ଦେଖି…

ବମ୍ବେ: ‘ବିଗ୍‌ ବସ୍‌’ର ୧୬ତମ ସଂସ୍କରଣ ଅନେକ ପ୍ରତିଯୋଗୀଙ୍କୁ ନେଇ ଚର୍ଚ୍ଚାରେ ରହିଥିଲା। ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଶିବ ଠାକ୍‌ରେ। ଟ୍ରଫି ଜିତି ନ ଥିଲେ ମଧ୍ୟ ସେ ଦର୍ଶକଙ୍କ ହୃଦୟ ଜିତିବାରେ ସଫଳ ହୋଇଥିଲେ। ଶୋ’ ପରେ ସେ ‘ଖତ୍‌ରୋ କେ ଖିଲାଡ଼ି’ରେ ଜବରଦସ୍ତ ଷ୍ଟଣ୍ଟ କରୁଥିବା ଦେଖାଯାଇଥିଲା।
ଏବେ ସେ ଡ୍ୟାନ୍ସ ରିଆଲିଟି ଶୋ’ ‘ଝଲକ ଦିଖ୍‌ଲା ଯା’ରେ ନଜର ଆସୁଛନ୍ତି। ଏସବୁ ମଧ୍ୟରେ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖି ଆପଣ ଚକିତ ହେବେ ନିଶ୍ଚୟ। ଖରାପ ଅବସ୍ଥାରେ ସେ ରାସ୍ତାରେ ଭିକ ମାଗୁଥିବା ଦେଖାଯାଉଛି। ଏଭଳି ଅବସ୍ଥା ଦେଖି ତାଙ୍କୁ ଚିହ୍ନିବା ମୁସ୍କିଲ ହେଉଛି।
ଭିଡିଓରେ ଶିବ ତାଙ୍କ ମୁହଁରେ ପ୍ରୋସ୍ଥେଟିକ୍‌ ମେକ୍‌ଅପ୍‌ କରୁଥିବା ଦେଖାଯାଉଛି। ଏହାପରେ ସେ ବେଶ ଭୟଙ୍କର ଲାଗୁଛନ୍ତି। ମେକ୍‌ଅପ୍‌ କରି ନିଜର ରୂପ ବଦଳାଇବା ପରେ ସେ ପ୍ରାଙ୍କ କରିବା ଲାଗି ରାସ୍ତାକୁ ଯାଉଛନ୍ତି। ଏପରିକି ସେ ଜଣଙ୍କ ପରେ ଜଣଙ୍କୁ ଭିକ ମାଗୁଛନ୍ତି।
ଏକ ଶୋ’ ରୁମ୍‌ରେ ଗାର୍ଡ ତାଙ୍କୁ ବାହାର କରିଦେଉଛନ୍ତି। ସେହିଭଳି ଜଣେ ମହିଳା ଶିବଙ୍କୁ ଦେଖି ଭୟରେ ଚିଲ୍ଲାଉଛନ୍ତି। ଶେଷରେ ଏକ ଅଟୋ ଡ୍ରାଇଭର ତାଙ୍କୁ ଟଙ୍କା ଦେଉଛନ୍ତି। ଏସବୁ ଦେଖି ଲୋକେ ‘ଆଇ’ ଫିଲ୍ମ ମନେ ପଡ଼ୁଥିବା କହିଛନ୍ତି।
ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri