୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି।…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୪…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ,…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା ପରେ ଏହାକୁ ପ୍ରାୟତଃ ଅପରାଧୀକ ରଙ୍ଗ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି। ଏହା ଜଣାପଡିବା ବିଭାଗୀୟ ବିଚାରପତି, କର୍ମଚାରୀ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆହତ କାରଣରୁ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଶନିବାର ଆମେରିକା ବିରୋଧରେ ଭାରତ…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି ।…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ କରିବା ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଶୀର୍ଷ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି, ଆମ ସରକାର ହେଉଛି ଲୋକଙ୍କ ସରକାର । ଆମ ପାଇଁ ଲୋକଙ୍କ ସ୍ବର…

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି…

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ ସିଧାସଳଖ ଆଲୋଚନା କରଛନ୍ତି। ଏହି ଅବସରରେ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ଖାଦ୍ୟ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା ଗାଁରେ ଆତଙ୍କ ଖେଳାଇଦେଇଛି। ଏନେଇ ପୋଲିସ ଛାନଭିନ୍‌ ଆରମ୍ଭ କରିଛି। ସୂଚନାଯୋଗ୍ୟ, ନାବାଳିକା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email ID) କୌଣସି ସାଇବର ଆକ୍ରମଣର ଶିକାର ହୋଇଛି କି ନାହିଁ, ତାହା ଏବେ…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ ‘H5N1’ ଭୂତାଣୁ ଯୋଗୁଁ ହୋଇଛି। ଯାହାକୁ ସାଧାରଣ ଭାଷାରେ ‘ବାର୍ଡ ଫ୍ଲୁ’ କୁହାଯାଏ।…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ ହାର ବା ରେପୋ ରେଟ୍‌କୁ ୫.୨୫% ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri