Odisha Elections 2024

ଚାଲିଥିଲା ଆଫଗାନିସ୍ତାନ- ଶ୍ରୀଲଙ୍କା ମ୍ୟାଚ, ହଠାତ୍‌ ଭୟରେ ଥରିଲେ କ୍ରିକେଟର୍‌

କ୍ରିକେଟ୍‌  ମ୍ୟାଚ୍‌ ବେଳେ ଘଟିଲା ଅଭାବନୀୟ ଘଟଣା । ମଇଦାନ ଭିତରକୁ ପଶି ଆସିଲା ଗୋଧୀ। ଭୟରେ ଥରିଲେ କ୍ରିକେଟର।  ଏଭଳି ଘଟଣା ଘଟିଛି କଲମ୍ବୋରେ। କଲମ୍ବୋରେ ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍‌  ଚାଲିଥିବା ବେଳେ ଏହି ଘଟଣା ଦେଖିବାକୁ ମିଳିଥିଲା।  ଏ ନେଇ  ମ୍ୟାଚକୁ କିଛି ସମୟ  ବନ୍ଦ କରାଯାଇଥିଲା।
 ତେବେ ଏହାର ଏକ ଭିଡିଓ  କ୍ଲିପ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭାଇରାଲ ଭିଡିଓରେ ବିଷଧର ଗୋଧୀଟି  ମଇଦାନ୍‌ ଭିତରକୁ  ପ୍ରବେଶ କରୁଛି। ଏହାକୁ ଦେଖିବା ପରେ  ବଡ଼ବଡ଼ ଖେଳାଳିମାନେ ମଧ୍ୟ ଭୟଭୀତ  ହୋଇ ଥରିବାକୁ ଲାଗିଥିଲେ। କିଛି ସମୟ ମ୍ୟାଚ୍‌ ବନ୍ଦପରେ ପୁଣି ମ୍ୟାଚ ଆରମ୍ଭ ହୋଇଥିଲା।
ସୋସିଆଲ ମିଡିଆରେ ଏହି ଭାଇରାଲ କ୍ଲିପକୁ ବହୁତ ଲାଇକ୍‌ ମିଳିଛି। ୟୁଜର୍ସ  ଏହା ଉପରେ ବହୁତ କମେଣ୍ଟ ଦେଉଛନ୍ତି।  ଏହି ଭିଡିଓ ଶ୍ରୀଲଙ୍କା କ୍ରିକେଟର ୟୁଟ୍ୟୁବ ଚ୍ୟାନେଲରେ ଶେୟାର କରାଯାଇଛି। ଦୁଇ ଦିନ ପୂର୍ବରୁ ଶେୟାର ହୋଇଥିବା ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କେକେଆର୍‌କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ଏହା ଦଳ ପାଇଁ ଆଇପିଏଲ୍‌ ଇତିହାସରେ...

ଆଇପିଏଲ୍‌ ୨୦୨୪ ଫାଇନାଲ ଖେଳିବ ଏହି ଦୁଇ ଟିମ୍‌!

ନୂଆଦିଲ୍ଲୀ,୨୧।୫: ଆଇପିଏଲ୍‌ ୨୦୨୪ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ୧୦ ଟିମ୍‌ ମଧ୍ୟରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଏବେ କେବଳ ୪ ଟିମ୍‌ ପ୍ଲେ ଅଫ୍‌...

କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍‌ ଫେଲ୍‌, କୋଲକାତାକୁ ମାତ୍ର ଏତିକି ରନ୍‌ର ସହଜ ଟାର୍ଗେଟ…

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନରେ ପ୍ଲେଅଫ୍‌ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର...

କୋଲକାତା ବିପକ୍ଷରେ ଟସ୍‌ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା...

ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍‌? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !

ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍‌ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ...

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri