Odisha Elections 2024
Posted inଜାତୀୟ

ଭାରତ ସହ ୩୩ ଦେଶର ପର୍ଯ୍ୟଟକଙ୍କ ପାଇଁ ଭିଜାମୁକ୍ତ ସୁବିଧା ଆରମ୍ଭ କଲା ଇରାନ

ନୂଆଦିଲ୍ଲୀ, ୭।୨:ଭାରତ ଭଳି ୩୩ଟି ଦେଶର ପର୍ଯ୍ୟଟକଙ୍କ ପାଇଁ ଭିଜାମୁକ୍ତ ସୁବିଧା ଆରମ୍ଭ କରିଛନ୍ତି ଇରାନ ସରକାର। ଭାରତରେ ଥିବା ଇରାନର ଦୂତାବାସ ଏନେଇ ଆଧିକାରିକ ସୂଚନା ଦେଇଛନ୍ତି । ସର୍ତ୍ତମୂଳକ ଭାବେ ୧୫ ଦିନ ପର୍ଯ୍ୟନ୍ତ ଭାରତ ସମେତ ୩୩ଟି ଦେଶର ପର୍ଯ୍ୟଟକ ବିନା ଭିଜାର ଇରାନରେ ରହିପାରିବେ। ଏହି ସୁବିଧା ପାଇବା ପାଇଁ କିଛି ସର୍ତ୍ତ ଜାରି କରିଛନ୍ତି ଇରାନ ସରକାର। ଏଥିପାଇଁ ପର୍ଯ୍ୟଟକମାନଙ୍କୁ କେବଳ ବିମାନ ଯୋଗେ ଇରାନ ଗସ୍ତ କରିବାକୁ ପଡ଼ିବ। ଆଣବିକ କାର୍ଯ୍ୟକ୍ରମ ବନ୍ଦ କରୁ ନ ଥିବାରୁ ବିଭିନ୍ନ ପଶ୍ଚିମ ଦେଶ ପକ୍ଷରୁ ଇରାନ ଉପରେ ଅନେକ ପ୍ରତିବନ୍ଧକ ଲଗାଯାଇଛି। ତେଣୁ ଅର୍ଥନୈତିକ ଭାବେ ଦେବାଳିଆ ହୋଇ ପଡ଼ିଥିବା ଇରାନ କିଛି ଦେଶ ପାଇଁ ଭିଜା ମୁକ୍ତ ନିଷ୍ପତ୍ତି ନେଇ ନିଜ ପର୍ଯ୍ୟଟନ ଶିଳ୍ପକୁ ସୁଦୃଢ କରି ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ଥାଇ ନିର୍ବାଚନ ଲଢ଼ିବେ ଖଲିସ୍ତାନୀ ସମର୍ଥକ ଅମୃତପାଳ ସିଂ, ନାମାଙ୍କନ ପତ୍ର ସ୍ବୀକାର କଲେ EC

ନୂଆଦିଲ୍ଲୀ,୧୫।୫: ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଲୋକ ସଭା ନିର୍ବାଚନ ଲଢ଼ିବେ। ତାଙ୍କର ନାମାଙ୍କନକୁ ନିର୍ବାଚନ ଆୟୋଗ ଗ୍ରହଣ କରିଛନ୍ତି। ଏବେ ସେ ଜେଲ୍‌ରେ ଥିବା...

କେଜ୍‌ରିଓ୍ବାଲଙ୍କୁ ଶାହାଙ୍କ ଜବାବ: ୨୦୨୯ ପରେ ବି ମୋଦି ଆମ ନେତୃତ୍ୱ ନେବେ…

ନୂଆଦିଲ୍ଲୀ,୧୫।୫: ପ୍ରଧାନମନ୍ତ୍ରୀ ମୋଦି ୨୦୨୯ ଯାଏ ପଦରେ ରହିବେ, ୨୦୨୯ ପରେ ମଧ୍ୟ ଭାଜପାର ନେତୃତ୍ୱ ନେବେ। କିଛି ଏଭଳି କହି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ସୁପ୍ରିମକୋର୍ଟରୁ କେଜ୍‌ରିଓ୍ବାଲଙ୍କୁ ରୁଟିନ୍‌ ଜଜ୍‌ମେଣ୍ଟ ନୁହେଁ, ସ୍ପେଶାଲ ଟ୍ରିଟ୍‌ମେଣ୍ଟ ମିଳିଛି: ଶାହା

ନୂଆଦିଲ୍ଲୀ,୧୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ବୟାନ ଦେଇଛନ୍ତି। ଏଏନ୍‌ଆଇ ସହ ସ୍ବତନ୍ତ୍ର...

‘ମୋଦି କେବଳ ଭାରତ ପାଇଁ ନୁହନ୍ତି, ବିଶ୍ୱ ପାଇଁ ଜଣେ ଶକ୍ତିଶାଳୀ ନେତା’

ନୂଆଦିଲ୍ଲୀ,୧୫।୫: ପାକିସ୍ତାନ ବଂଶୋଦ୍ଭବ ପ୍ରସିଦ୍ଧ ଆମେରିକୀୟ ବ୍ୟବସାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ମୋଦି ଜଣେ ଶକ୍ତିଶାଳୀ ନେତା। ତାଙ୍କ ନେତୃତ୍ୱରେ ଭାରତ...

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା...

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ...

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା...

ରାହୁଲ ଦ୍ରାବିଡଙ୍କ ପରେ କିଏ ହେବେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌? ରେସ୍‌ରେ ୩ କ୍ରିକେଟର

ନୂଆଦିଲ୍ଲୀ,୧୫।୫: ଭାରତରେ ଏବେ ଚାଲିଛି ଆଇପିଏଲ କ୍ରେଜ । ଏହା ପରେ ପରେ ଆରମ୍ଭ ହୋଇଯିବ ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ । T20 ବିଶ୍ବକପ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri