Odisha Elections 2024

ଆନ୍ଦୋଳନରେ ପ୍ରାଣୀ ଚିକିତ୍ସକ, କୁକୁଡ଼ାଚାଷ ପ୍ରଭାବିତ

ଛତ୍ରପୁର,୯ା୨(ଦିଲ୍ଲୀପ ସାମଲ): ବିଭିନ୍ନ ଦାବି ନେଇ ଦୀର୍ଘଦିନ ଧରି ପ୍ରାଣୀ ଚିକିତ୍ସକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପଶୁ ସମ୍ପଦଙ୍କ ଚିକିତ୍ସା କରାଯାଇପାରୁନାହିଁ। ଯାହା ଫଳରେ କୁକୁଡ଼ାିମାନଙ୍କ ଖାଦ୍ୟ ଯୋଗାଣ ସଂସ୍ଥା, ଟିକା ଓ ଔଷଧ ସଂସ୍ଥା, ପରିବହନ ଓ ରିଟେଲ ବ୍ୟବସାୟ ପ୍ରଭାବିତ ହେଉଛି। ଏଣୁ ଏହାର ସମାଧାନ ଲାଗି ଗଞ୍ଜାମ ଜିଲ କୁକୁଡ଼ା ଚାଷୀ ସଂଘ ପକ୍ଷରୁ ଶୁକ୍ରବାର ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ବେଳେ ଗଞ୍ଜାମ ଜିଲା କୁକୁଡ଼ା ଚାଷୀ ସଂଘର ଉପ ସଭାପତି ବିଜୟ ଚନ୍ଦ୍ର ଗୌଡ଼, ସମ୍ପାଦକ ଶେଖ୍‌ ଅବଦୁଲ ତାଜ, କୋଷାଧ୍ୟକ୍ଷ ବାବୁଲି ନାହାକ, ଚାଷୀ ତ୍ରିନାଥ ରେଡ୍ଡୀଙ୍କ ସମେତ ବହୁ କୁକୁଡ଼ା ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri