Posted inଖେଳ

‘ଜୟ ଶ୍ରୀରାମ’ କହିବାରେ ଅସୁବିଧା କେଉଁଠି… ହଜାରେ ଥର କୁହ: ମହମ୍ମଦ ଶାମି

ନୂଆଦିଲ୍ଲୀ,୯।୨: ଥରେ କ’ଣ, ହଜାରେ ଥର ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେବାରେ ଅସୁବିଧା କେଉଁଠି। କାରଣ ଏଥିରେ କିଛି ଫରକ ପଡେନା ବୋଲି କହିଛନ୍ତି ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମି। ସବୁ ଧର୍ମରେ ଆପଣଙ୍କୁ ୫ରୁ ୧୦ଜଣ ଲୋକ ମିଳିଯିବେ ଯେଉଁମାନେ ବିପରିତ ଧର୍ମର ବ୍ୟକ୍ତିଙ୍କୁ ପସନ୍ଦ କରନ୍ତି ନାହିଁ। ମୋତେ ସେଥିରେ କୌଣସି ଆପତ୍ତି ନାହିଁ ବୋଲି ଶାମି କହିଛନ୍ତି।

୩୩ ବର୍ଷୀୟ ଶାମି ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେବା ସମୟରେ କହିଛନ୍ତି, ‘ରାମ ମନ୍ଦିର ହେଉଛି ତ ଜୟ ଶ୍ରୀରାମ କହିବାର ଅସୁବିଧା କେଉଁଠି…୧୦୦୦ ଥର କୁହ। ଯଦି ମୋତେ ଅଲ୍ଲାହୁ ଅକବର କରିବାକୁ ଥାଏ ତେବେ ମୁଁ ୧୦୦୦ ଥର କହିବି…ଏଥିରେ କ’ଣ ଫରକ ପଡ଼ିଥାଏ।’

ସେହିଭଳି ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋକୁ ସଜଦା ବେଳର ବୋଲି କହି ଭାଇରାଲ କରାଯିବା ପ୍ରସଙ୍ଗରେ ସେ କହିଛନ୍ତି, ମୁଁ ଭାବୁଛି ମୁଁ ଲଗାତର ୫ମ ଓଭର ପକାଉଥିଲି। ନିଜ କ୍ଷମତାଠାରୁ ଅଧିକ ବଳ ଲଗାଇ ବୋଲିଂ କରୁଥିଲି। ମୁଁ ଥକି ଯାଇଥିଲି। ଯେତେବେଳେ ମୋତେ ୫ମ ଉଇକେଟ ମିଳିଲା ମୁଁ ଆଣ୍ଠୁମାଡ଼ି ବସିଯାଇଥିଲି। କେହିଜଣେ ମୋତେ ଧକ୍କା ଦେବା ପରେ ମୁଁ ଟିକିଏ ଆଗକୁ ଆସିଥିଲି। ହେଲେ ସେହି ଫଟୋ ଭାଇରାଲ ହୋଇଥିଲା। ଲୋକେ ଭାବିଲେ ପ୍ରାର୍ଥନା କରୁଛି। ହେଲେ ନା। ଏତିକି କହିବାକୁ ଚାହିଁବି ଦୟାକରି ଏଭଳି ଆଲୋଚନା ବନ୍ଦ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ବିନା ନଟ୍‌ ବୋଲ୍ଟରେ ତିଆରି ହୋଇଛି ଏହି ବ୍ରିଜ୍‌, ପ୍ରତିଦିନ ଏହା ଉପରେ ଯାତାୟାତ କରୁଛି ଲକ୍ଷାଧିକ ଗାଡ଼ି, ତଥାପି ରହିଛି ଦୃଢ଼

ଭାରତରେ ଏମିତି ଏକ ବ୍ରିଜ୍‌ ଅଛି, ଯାହାକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ପାର୍‌ ହୁଅନ୍ତି, କିନ୍ତୁ ଏହାର ପ୍ରକୃତ କାହାଣୀ ବହୁତ କମ୍‌ ଲୋକ...

ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବା ପୂର୍ବରୁ ଅସୁସ୍ଥ ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଘୋଷଣା ପୂର୍ବରୁ, ଭାରତୀୟ ଅଧିନାୟକ ଅସୁସ୍ଥ...

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

EPFO: ଏହି ଜରୁରୀ କାମ କରିନଥିଲେ ଫସିଯିବ ଆପଣଙ୍କ ଟଙ୍କା, ଜାଣିନିଅନ୍ତୁ ନିୟମ

ନୂଆଦିଲ୍ଲୀ,୩।୧: ଯଦି ଆପଣ ଜଣେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଆକାଉଣ୍ଟଧାରୀ ଏବଂ ଏ ପର୍ଯ୍ୟନ୍ତ ଆବଶ୍ୟକୀୟ KYC ଯାଞ୍ଚ ସମାପ୍ତ କରିନାହାଁନ୍ତି, ତେବେ ଆପଣଙ୍କ...

ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri